Ezekiel 10:18 — Compare Translations

5 translations compared side by side

Odia - 1840
"ଅନନ୍ତର ସଦାପ୍ରଭୁଙ୍କ ମହିମା ମନ୍ଦିରର ଏରୁଣ୍ଡିର ଉର୍ଦ୍ଧ୍ବକୁ ପ୍ରସ୍ଥାନ କରି କିରୂବମାନଙ୍କ ଉପ ରେ ଅଧିଷ୍ଠିତ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସଦାପ୍ରଭୁଙ୍କ ପ୍ରତାପ ଗୃହର ଏରୁଣ୍ତିର ଊର୍ଦ୍ଧ୍ଵରୁ ପ୍ରସ୍ଥାନ କରି କିରୂବମାନଙ୍କ ଉପରେ ଅଧିଷ୍ଠାନ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଅନନ୍ତର ସଦାପ୍ରଭୁଙ୍କ ମହିମା ମନ୍ଦିରର ଏରୁଣ୍ଡିର ଊର୍ଦ୍ଧ୍ୱକୁ ପ୍ରସ୍ଥାନ କରି କିରୂବମାନଙ୍କ ଉପରେ ଅଧିଷ୍ଠିତ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସଦାପ୍ରଭୁଙ୍କ ପ୍ରତାପ ଗୃହର ଏରୁଣ୍ଡିର ଊର୍ଦ୍ଧ୍ୱରୁ ପ୍ରସ୍ଥାନ କରି କିରୂବମାନଙ୍କ ଉପରେ ଅଧିଷ୍ଠାନ କଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସଦାପ୍ରଭୁଙ୍କ ପ୍ରତାପ ଗୃହର ଏରୁଣ୍ଡିର ଊର୍ଦ୍ଧ୍ୱରୁ ପ୍ରସ୍ଥାନ କରି କିରୂବମାନଙ୍କ ଉପରେ ଅଧିଷ୍ଠାନ କଲା।