Ezekiel 10:19 — Compare Translations

5 translations compared side by side

Odia - 1840
"ତା'ପ ରେ କିରୂବ ଦୂତମାନେ ନିଜ ନିଜ ପକ୍ଷ ଉଠାଇଲେ ଓ ମାେ ସମ୍ମୁଖ ରେ ଭୂମିକୁ ଛାଡ଼ି ଆକାଶକୁ ଗମନ କଲେ। ଆଉ ଚକ୍ରସବୁ ସମାନଙ୍କେ ସହିତ ଗମନ କଲେ। ଆଉ ସମାନେେ ସଦାପ୍ରଭୁଙ୍କ ମନ୍ଦିରର ପୂର୍ବ ଫାଟକ ସମ୍ମୁଖ ରେ ଅଟକିଗଲେ ଓ ସେ ସମୟରେ ଇଶ୍ରାୟେଲର ପରମେଶ୍ବରଙ୍କର ମହିମା ସମାନଙ୍କେ ଉପ ରେ ବିଦ୍ଯମାନ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ କିରୂବମାନେ ଆପଣା ଆପଣା ପକ୍ଷ ଉଠାଇଲେ, ଆଉ ମୋʼ ସାକ୍ଷାତରେ ଭୂମିରୁ ଊର୍ଦ୍ଧ୍ଵକୁ ଗମନ କଲା ବେଳେ ଚକ୍ରସବୁ ସେମାନଙ୍କ ପାର୍ଶ୍ଵରେ ଗମନ କଲେ; ପୁଣି, ସଦାପ୍ରଭୁଙ୍କ ଗୃହର ପୂର୍ବ-ଦ୍ଵାରର ପ୍ରବେଶ-ସ୍ଥାନରେ ସେମାନେ ଠିଆ ହେଲେ; ସେସମୟରେ ଇସ୍ରାଏଲର ପରମେଶ୍ଵରଙ୍କର ପ୍ରତାପ ସେମାନଙ୍କ ଉପରେ ବିଦ୍ୟମାନ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ କିରୂବଦୂତମାନେ ନିଜ ନିଜ ପକ୍ଷ ଉଠାଇଲେ ଓ ମୋ’ ସମ୍ମୁଖରେ ଭୂମିକୁ ଛାଡ଼ି ଆକାଶକୁ ଗମନ କଲେ। ଆଉ ଚକ୍ରସବୁ ସେମାନଙ୍କ ସହିତ ଗମନ କଲେ। ଆଉ ସେମାନେ ସଦାପ୍ରଭୁଙ୍କ ମନ୍ଦିରର ପୂର୍ବ ଫାଟକ ସମ୍ମୁଖରେ ଅଟକିଗଲେ ଓ ସେ ସମୟରେ ଇସ୍ରାଏଲର ପରମେଶ୍ୱରଙ୍କର ମହିମା ସେମାନଙ୍କ ଉପରେ ବିଦ୍ୟମାନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ କିରୂବମାନେ ଆପଣା ଆପଣା ପକ୍ଷ ଉଠାଇଲେ, ଆଉ ମୋʼ ସାକ୍ଷାତରେ ଭୂମିରୁ ଊର୍ଦ୍ଧ୍ୱକୁ ଗମନ କଲା ବେଳେ ଚକ୍ରସବୁ ସେମାନଙ୍କ ପାର୍ଶ୍ୱରେ ଗମନ କଲେ; ପୁଣି, ସଦାପ୍ରଭୁଙ୍କ ଗୃହର ପୂର୍ବ-ଦ୍ୱାରର ପ୍ରବେଶ ସ୍ଥାନରେ ସେମାନେ ଠିଆ ହେଲେ; ସେହି ସମୟରେ ଇସ୍ରାଏଲର ପରମେଶ୍ୱରଙ୍କର ପ୍ରତାପ ସେମାନଙ୍କ ଉପରେ ବିଦ୍ୟମାନ ଥିଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ କିରୂବମାନେ ଆପଣା ଆପଣା ପକ୍ଷ ଉଠାଇଲେ, ଆଉ ମୋ’ ସାକ୍ଷାତରେ ଭୂମିରୁ ଊର୍ଦ୍ଧ୍ୱକୁ ଗମନ କଲା ବେଳେ ଚକ୍ରସବୁ ସେମାନଙ୍କ ପାର୍ଶ୍ୱରେ ଗମନ କଲେ; ପୁଣି, ସଦାପ୍ରଭୁଙ୍କ ଗୃହର ପୂର୍ବ-ଦ୍ୱାରର ପ୍ରବେଶ-ସ୍ଥାନରେ ସେମାନେ ଠିଆ ହେଲେ; ସେହି ସମୟରେ ଇସ୍ରାଏଲର ପରମେଶ୍ୱରଙ୍କର ପ୍ରତାପ ସେମାନଙ୍କ ଉପରେ ବିଦ୍ୟମାନ ଥିଲା।