Ezekiel 10:2 — Compare Translations
5 translations compared side by side
Odia - 1840
"ଏବଂ ସେ ସହେି ଶୁକ୍ଲବସ୍ତ୍ର ପରିହିତ ପୁରୁଷକୁ କହିଲେ, କିରୁବଦୂତଗଣର ନମ୍ନ ରେ ଥିବା ତୁମ୍ଭେ ସହେି ଘୂର୍ଣ୍ଣିଯମାନ ଚକ୍ର ମଧିଅରେ ଥିବା ସ୍ଥାନକୁ ପ୍ରବେଶ କର ଏବଂ ଏକ ଅଞ୍ଜଳିପୂର୍ଣ୍ଣ ଜ୍ବଳନ୍ତ ଅଙ୍ଗାର ସଂଗ୍ରହ କର ଓ ସଗେୁଡ଼ିକ ଉପ ରେ ବିଞ୍ଚି ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ସେହି ଶୁକ୍ଳବସ୍ତ୍ର ପରିହିତ ପୁରୁଷକୁ କହିଲେ, ତୁମ୍ଭେ ସେହି ଘୂର୍ଣ୍ଣାୟମାନ ଚକ୍ରମାନର ମଧ୍ୟ-ସ୍ଥାନକୁ, ଅର୍ଥାତ୍, କିରୂବର ତଳକୁ ଯାଇ, କିରୂବମାନର ମଧ୍ୟ-ସ୍ଥାନରୁ ଏକ ଅଞ୍ଜଳିପୂର୍ଣ୍ଣ ଜ୍ଵଳ; ଅଙ୍ଗାର ନେଇ ନଗର ଉପରେ ବିଞ୍ଚି ଦିଅ । ତହିଁରେ ସେ ବ୍ୟକ୍ତି ମୋʼ ସାକ୍ଷାତରେ ଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ସେ ସେହି ଶୁକ୍ଳବସ୍ତ୍ର ପରିହିତ ପୁରୁଷକୁ କହିଲେ, “କିରୁବଦୂତଗଣର ନିମ୍ନରେ ଥିବା ତୁମ୍ଭେ ସେହି ଘୂର୍ଣ୍ଣୟମାନ ଚକ୍ର ମଧ୍ୟରେ ଥିବା ସ୍ଥାନକୁ ପ୍ରବେଶ କର ଏବଂ ଏକ ଅଞ୍ଜଳିପୂର୍ଣ୍ଣ ଜ୍ୱଳନ୍ତ ଅଙ୍ଗାର ସଂଗ୍ରହ କର ଓ ସେଗୁଡ଼ିକ ଉପରେ ବିଞ୍ଚି ଦିଅ।” ତହିଁରେ ସେହି ବ୍ୟକ୍ତି ଗ୍ଭଲିଗଲା, ଯେହେତୁ ମୁଁ ଦେଖୁଥିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ସେହି ଶୁକ୍ଳବସ୍ତ୍ର ପରିହିତ ପୁରୁଷକୁ କହିଲେ, “ତୁମ୍ଭେ ସେହି ଘୂର୍ଣ୍ଣାୟମାନ ଚକ୍ରମାନର ମଧ୍ୟସ୍ଥାନକୁ, ଅର୍ଥାତ୍, କିରୂବର ତଳକୁ ଯାଇ, କିରୂବମାନର ମଧ୍ୟସ୍ଥାନରୁ ଏକ ଅଞ୍ଜଳିପୂର୍ଣ୍ଣ ଜ୍ୱଳନ୍ତ ଅଙ୍ଗାର ନେଇ ନଗର ଉପରେ ବିଞ୍ଚି ଦିଅ।” ତହିଁରେ ସେ ବ୍ୟକ୍ତି ମୋʼ ସାକ୍ଷାତରେ ଗଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ସେହି ଶୁକ୍ଳବସ୍ତ୍ର ପରିହିତ ପୁରୁଷକୁ କହିଲେ, “ତୁମ୍ଭେ ସେହି ଘୂର୍ଣ୍ଣାୟମାନ ଚକ୍ରମାନର ମଧ୍ୟସ୍ଥାନକୁ, ଅର୍ଥାତ୍, କିରୂବର ତଳକୁ ଯାଇ, କିରୂବମାନର ମଧ୍ୟସ୍ଥାନରୁ ଏକ ଅଞ୍ଜଳିପୂର୍ଣ୍ଣ ଜ୍ୱଳନ୍ତ ଅଙ୍ଗାର ନେଇ ନଗର ଉପରେ ବିଞ୍ଚି ଦିଅ।” ତହିଁରେ ସେ ବ୍ୟକ୍ତି ମୋ’ ସାକ୍ଷାତରେ ଗଲେ।