Ezekiel 10:20 — Compare Translations
5 translations compared side by side
Odia - 1840
"ମୁଁ କବାର ନଦୀ କୂଳ ରେ ପରମେଶ୍ବରଙ୍କର ମହିମା ରେ ଏହି ଜୀବିତ ପ୍ରାଣୀମାନଙ୍କୁ ଦେଖିଥିଲି। ଏବଂ ସମାନେେ କିରୁବଦୂତଗଣ ବୋଲି ମୁଁ ଜାଣିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ କବାର ନଦୀ ନିକଟରେ ଇସ୍ରାଏଲର ପରମେଶ୍ଵରଙ୍କର ବାହନ ଏହି ଜୀବିତ ପ୍ରାଣୀକୁ ଦେଖିଥିଲି; ଆଉ, ସେମାନେ କିରୂବ ବୋଲି ମୁଁ ଜାଣିଲି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ କବାର ନଦୀ କୂଳରେ ପରମେଶ୍ୱରଙ୍କର ମହିମାରେ ଏହି ଜୀବିତ ପ୍ରାଣୀମାନଙ୍କୁ ଦେଖିଥିଲି। ଏବଂ ସେମାନେ କିରୁବଦୂତଗଣ ବୋଲି ମୁଁ ଜାଣିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ କବାର ନଦୀ ନିକଟରେ ଇସ୍ରାଏଲର ପରମେଶ୍ୱରଙ୍କର ବାହନ ଏହି ଜୀବିତ ପ୍ରାଣୀକୁ ଦେଖିଥିଲି; ଆଉ, ସେମାନେ କିରୂବ ବୋଲି ମୁଁ ଜାଣିଲି।
Odia IRV 2017 (ଓଡିଆ ବାଇବେଲ)
ମୁଁ କବାର ନଦୀ ନିକଟରେ ଇସ୍ରାଏଲର ପରମେଶ୍ୱରଙ୍କର ବାହନ ଏହି ଜୀବିତ ପ୍ରାଣୀକୁ ଦେଖିଥିଲି; ଆଉ, ସେମାନେ କିରୂବ ବୋଲି ମୁଁ ଜାଣିଲି।