Ezekiel 10:21 — Compare Translations

5 translations compared side by side

Odia - 1840
"ସମାନଙ୍କେର ପ୍ରେତ୍ୟକକର ଚାରିମୁଖ ଓ ଚାରିପକ୍ଷ ଥିଲା। ଏବଂ ସମାନଙ୍କେ ପକ୍ଷ ତଳେ ମାନବ ହସ୍ତ ଆକୃତିର ହସ୍ତ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କର ପ୍ରତ୍ୟେକର ଚାରି ଚାରି ମୁଖ ଓ ଚାରି ଚାରି ପକ୍ଷ ଥିଲା; ଆଉ, ସେମାନଙ୍କ ପକ୍ଷ ତଳେ ମାନବ ହସ୍ତର ଆକୃତି ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କର ପ୍ରତ୍ୟେକର ଗ୍ଭରିମୁଖ ଓ ଗ୍ଭରିପକ୍ଷ ଥିଲା। ଏବଂ ସେମାନଙ୍କ ପକ୍ଷ ତଳେ ମାନବ ହସ୍ତ ଆକୃତିର ହସ୍ତ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କର ପ୍ରତ୍ୟେକର ଚାରି ଚାରି ମୁଖ ଓ ଚାରି ଚାରି ପକ୍ଷ ଥିଲା; ଆଉ, ସେମାନଙ୍କ ପକ୍ଷ ତଳେ ମାନବ ହସ୍ତର ଆକୃତି ଥିଲା।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କର ପ୍ରତ୍ୟେକର ଚାରି ଚାରି ମୁଖ ଓ ଚାରି ଚାରି ପକ୍ଷ ଥିଲା; ଆଉ, ସେମାନଙ୍କ ପକ୍ଷ ତଳେ ମାନବ ହସ୍ତର ଆକୃତି ଥିଲା।