Ezekiel 10:22 — Compare Translations
5 translations compared side by side
Odia - 1840
"ପୁଣି ମୁଁ କବାର ନଦୀ ନିକଟରେ ସମାନଙ୍କେର ଯେଉଁ ଯେଉଁ ମୁଖ ଦେଖିଥିଲି, ସମାନେେ ପ୍ରେତ୍ୟକକ ଆଗକୁ ଗମନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ମୁଁ କବାର ନଦୀ ନିକଟରେ ଯେଉଁ ଯେଉଁ ମୁଖ ଦେଖିଥିଲି, ସେମାନଙ୍କର ଓ ଏମାନଙ୍କର ମୁଖର ଆକୃତି ଏକ, ସେମାନଙ୍କର ଆକୃତି ଓ ସେମାନେ ଏକ ଅଟନ୍ତି; ସେମାନେ ପ୍ରତ୍ୟେକେ ସମ୍ମୁଖ ଆଡ଼େ ଗମନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ମୁଁ କବାର ନଦୀ ନିକଟରେ ସେମାନଙ୍କର ଯେଉଁ ଯେଉଁ ମୁଖ ଦେଖିଥିଲି, ସେମାନେ ପ୍ରତ୍ୟେକ ଆଗକୁ ଗମନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମୁଁ କବାର ନଦୀ ନିକଟରେ ଯେଉଁ ଯେଉଁ ମୁଖ ଦେଖିଥିଲି, ସେମାନଙ୍କର ଓ ଏମାନଙ୍କର ମୁଖର ଆକୃତି ଏକ, ସେମାନଙ୍କର ଆକୃତି ଓ ସେମାନେ ଏକ ଅଟନ୍ତି; ସେମାନେ ପ୍ରତ୍ୟେକେ ସମ୍ମୁଖ ଆଡ଼େ ଗମନ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ମୁଁ କବାର ନଦୀ ନିକଟରେ ଯେଉଁ ଯେଉଁ ମୁଖ ଦେଖିଥିଲି, ସେମାନଙ୍କର ଓ ଏମାନଙ୍କର ମୁଖର ଆକୃତି ଏକ, ସେମାନଙ୍କର ଆକୃତି ଓ ସେମାନେ ଏକ ଅଟନ୍ତି; ସେମାନେ ପ୍ରତ୍ୟେକେ ସମ୍ମୁଖ ଆଡ଼େ ଗମନ କଲେ।