Ezekiel 10:3 — Compare Translations

5 translations compared side by side

Odia - 1840
"ସେ ପୁରୁଷ ଗଲା ବେଳେ କରୂବଦୂତମାନେ ଗୃହର ଦକ୍ଷିଣପାଶର୍‌ବ ରେ ଠିଆ ହାଇେଥିଲେ ଏବଂ ମେଘ ଭିତର ପ୍ରାଙ୍ଗଣକୁ ପରିପୂର୍ଣ୍ଣ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ପୁରୁଷ ଯିବା ବେଳେ କିରୂବମାନେ ଗୃହର ଦକ୍ଷିଣ ପାର୍ଶ୍ଵରେ ଠିଆ ହୋଇଥିଲେ ଓ ମେଘ ଭିତର ପ୍ରାଙ୍ଗଣକୁ ପରିପୂର୍ଣ୍ଣ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେ ପୁରୁଷ ଗଲାବେଳେ କିରୂବଦୂତମାନେ ଗୃହର ଦକ୍ଷିଣପାର୍ଶ୍ୱରେ ଠିଆ ହୋଇଥିଲେ ଏବଂ ମେଘ ଭିତର ପ୍ରାଙ୍ଗଣକୁ ପରିପୂର୍ଣ୍ଣ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ପୁରୁଷ ଯିବା ସମୟରେ କିରୂବମାନେ ଗୃହର ଦକ୍ଷିଣ ପାର୍ଶ୍ୱରେ ଠିଆ ହୋଇଥିଲେ ଓ ମେଘ ଭିତର ପ୍ରାଙ୍ଗଣକୁ ପରିପୂର୍ଣ୍ଣ କଲା।
Odia IRV 2017 (ଓଡିଆ ବାଇବେଲ)
ସେହି ପୁରୁଷ ଯିବା ସମୟରେ କିରୂବମାନେ ଗୃହର ଦକ୍ଷିଣ ପାର୍ଶ୍ୱରେ ଠିଆ ହୋଇଥିଲେ ଓ ମେଘ ଭିତର ପ୍ରାଙ୍ଗଣକୁ ପରିପୂର୍ଣ୍ଣ କଲା।