Ezekiel 10:4 — Compare Translations

5 translations compared side by side

Odia - 1840
"ସଦାପ୍ରଭୁଙ୍କର ମହିମା କିରୂବଦୂତର ଉପରୁ ଉଠିଲା ଏବଂ ମନ୍ଦିରର ଦ୍ବାର ଆଡ଼କୁ ଗଲା, ତେଣୁ ଗୃହ ମେଘ ରେ ପରିପୂର୍ଣ୍ଣ ହେଲା ଓ ପ୍ରାଙ୍ଗଣ ସଦାପ୍ରଭୁଙ୍କ ମହିମାରୁ ଉଜ୍ଜ୍ବଳ ତଜେ ରେ ପରିପୂର୍ଣ୍ଣ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସଦାପ୍ରଭୁଙ୍କର ପ୍ରତାପ କିରୂବର ଉପରରୁ ଉଠି ଗୃହର ଏରୁଣ୍ତିର ଉପରେ ଠିଆ ହେଲା; ତହିଁରେ ଗୃହ ମେଘରେ ପରିପୂର୍ଣ୍ଣ ହେଲା ଓ ପ୍ରାଙ୍ଗଣ ସଦାପ୍ରଭୁଙ୍କ ପ୍ରତାପର ତେଜରେ ପରିପୂର୍ଣ୍ଣ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କର ମହିମା କିରୂବଦୂତର ଉପରୁ ଉଠିଲା ଏବଂ ମନ୍ଦିରର ଦ୍ୱାର ଆଡ଼କୁ ଗଲା, ତେଣୁ ଗୃହ ମେଘରେ ପରିପୂର୍ଣ୍ଣ ହେଲା ଓ ପ୍ରାଙ୍ଗଣ ସଦାପ୍ରଭୁଙ୍କ ମହିମାରୁ ଉଜ୍ଜ୍ୱଳ ତେଜରେ ପରିପୂର୍ଣ୍ଣ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସଦାପ୍ରଭୁଙ୍କର ପ୍ରତାପ କିରୂବର ଉପରରୁ ଉଠି ଗୃହର ଏରୁଣ୍ଡିର ଉପରେ ଠିଆ ହେଲା; ତହିଁରେ ଗୃହ ମେଘରେ ପରିପୂର୍ଣ୍ଣ ହେଲା ଓ ପ୍ରାଙ୍ଗଣ ସଦାପ୍ରଭୁଙ୍କ ପ୍ରତାପର ତେଜରେ ପରିପୂର୍ଣ୍ଣ ହେଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସଦାପ୍ରଭୁଙ୍କର ପ୍ରତାପ କିରୂବର ଉପରରୁ ଉଠି ଗୃହର ଏରୁଣ୍ଡିର ଉପରେ ଠିଆ ହେଲା; ତହିଁରେ ଗୃହ ମେଘରେ ପରିପୂର୍ଣ୍ଣ ହେଲା ଓ ପ୍ରାଙ୍ଗଣ ସଦାପ୍ରଭୁଙ୍କ ପ୍ରତାପର ତେଜରେ ପରିପୂର୍ଣ୍ଣ ହେଲା।