Ezekiel 10:5 — Compare Translations

5 translations compared side by side

Odia - 1840
"ଆଉ ସର୍ବଶକ୍ତିମାନ ପରମେଶ୍ବରଙ୍କର କଥା କହିବାର ସମୟରେ ସ୍ବର ବଜ୍ରରବ ତୁଲ୍ଯ, କିରୂବଦୂତମାନଙ୍କର ପକ୍ଷର ଶବ୍ଦ ବାହାର ପ୍ରାଙ୍ଗଣ ପର୍ୟ୍ଯନ୍ତ ଶୁଣାଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସର୍ବଶକ୍ତିମାନ ପରମେଶ୍ଵରଙ୍କର କଥା କହିବା ସମୟର ରବ ତୁଲ୍ୟ କିରୂବମାନଙ୍କ ପକ୍ଷର ଶଦ୍ଦ ବାହାର ପ୍ରାଙ୍ଗଣ ପର୍ଯ୍ୟନ୍ତ ଶୁଣାଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ସର୍ବଶକ୍ତିମାନ ପରମେଶ୍ୱରଙ୍କର କଥା କହିବାର ସମୟରେ ସ୍ୱର ବଜ୍ରରବ ତୁଲ୍ୟ, କିରୂବଦୂତମାନଙ୍କର ପକ୍ଷର ଶବ୍ଦ ବାହାର ପ୍ରାଙ୍ଗଣ ପର୍ଯ୍ୟନ୍ତ ଶୁଣାଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସର୍ବଶକ୍ତିମାନ ପରମେଶ୍ୱରଙ୍କର କଥା କହିବା ସମୟର ରବ ତୁଲ୍ୟ କିରୂବମାନଙ୍କ ପକ୍ଷୀର ଶବ୍ଦ ବାହାର ପ୍ରାଙ୍ଗଣ ପର୍ଯ୍ୟନ୍ତ ଶୁଣାଗଲା।
Odia IRV 2017 (ଓଡିଆ ବାଇବେଲ)
ଆଉ, ସର୍ବଶକ୍ତିମାନ ପରମେଶ୍ୱରଙ୍କର କଥା କହିବା ସମୟର ରବ ତୁଲ୍ୟ କିରୂବମାନଙ୍କ ପକ୍ଷୀର ଶବ୍ଦ ବାହାର ପ୍ରାଙ୍ଗଣ ପର୍ଯ୍ୟନ୍ତ ଶୁଣାଗଲା।