Ezekiel 10:6 — Compare Translations
5 translations compared side by side
Odia - 1840
"ପରମେଶ୍ବର ସହେି ଶୁକ୍ଲବସ୍ତ୍ର ପରିହିତ ପୁରୁଷକୁ ଚକ୍ର ମଧ୍ଯରୁ ଅର୍ଥାତ୍ କିରୂବଦୂତମାନଙ୍କୁ ନିମ୍ନ ରେ ଥିବା ସ୍ଥାନରୁ ଜ୍ବଳନ୍ତ କୋଇଲାଗୁଡ଼ିକ ନବୋକୁ ଆଜ୍ଞା ଦେଲେ। ତେଣୁ ସେ ପୁରୁଷଟି ଗୋଟିଏ ଉଚ୍ଚ ପାଶର୍ବ ରେ ଠିଆ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତୁମ୍ଭେ ଘୂର୍ଣ୍ଣାୟମାନ ଚକ୍ର ମଧ୍ୟରୁ, ଅର୍ଥାତ୍, କିରୂବଗଣର ମଧ୍ୟ-ସ୍ଥାନରୁ ଅଗ୍ନି ନିଅ, ଏହି କଥା କହି ସେ ସେହି ଶୁକ୍ଳବସ୍ତ୍ର ପରିହିତ ପୁରୁଷକୁ ଆଜ୍ଞା କଲା ବେଳେ ସେ ପୁରୁଷ ଯାଇ ଗୋଟିଏ ଚକ୍ର ପାର୍ଶ୍ଵରେ ଠିଆ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ସେହି ଶୁକ୍ଳବସ୍ତ୍ର ପରିହିତ ପୁରୁଷକୁ ଚକ୍ର ମଧ୍ୟରୁ ଅର୍ଥାତ୍ କିରୂବଦୂତମାନଙ୍କୁ ନିମ୍ନରେ ଥିବା ସ୍ଥାନରୁ ଜ୍ୱଳନ୍ତ କୋଇଲାଗୁଡ଼ିକ ନେବାକୁ ଆଜ୍ଞା ଦେଲେ। ତେଣୁ ସେ ପୁରୁଷଟି ଗୋଟିଏ ଉଚ୍ଚ ପାର୍ଶ୍ୱରେ ଠିଆ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭେ ଘୂର୍ଣ୍ଣାୟମାନ ଚକ୍ର ମଧ୍ୟରୁ, ଅର୍ଥାତ୍, କିରୂବଗଣର ମଧ୍ୟସ୍ଥାନରୁ ଅଗ୍ନି ନିଅ, ଏହି କଥା କହି ସେ ସେହି ଶୁକ୍ଳବସ୍ତ୍ର ପରିହିତ ପୁରୁଷକୁ ଆଜ୍ଞା କଲା ବେଳେ ସେହି ପୁରୁଷ ଯାଇ ଗୋଟିଏ ଚକ୍ର ପାର୍ଶ୍ୱରେ ଠିଆ ହେଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭେ ଘୂର୍ଣ୍ଣାୟମାନ ଚକ୍ର ମଧ୍ୟରୁ, ଅର୍ଥାତ୍, କିରୂବଗଣର ମଧ୍ୟସ୍ଥାନରୁ ଅଗ୍ନି ନିଅ, ଏହି କଥା କହି ସେ ସେହି ଶୁକ୍ଳବସ୍ତ୍ର ପରିହିତ ପୁରୁଷକୁ ଆଜ୍ଞା କଲା ବେଳେ ସେହି ପୁରୁଷ ଯାଇ ଗୋଟିଏ ଚକ୍ର ପାର୍ଶ୍ୱରେ ଠିଆ ହେଲେ।