Ezekiel 10:7 — Compare Translations

5 translations compared side by side

Odia - 1840
"ତା'ପ ରେ ସହେି କିରୂବଦୂତମାନଙ୍କ ମଧ୍ଯରୁ ଜଣେ ହସ୍ତ ବିସ୍ତାର କଲେ ଏବଂ କିରୂବଦୂତଗଣ ମଧିଅରେ ଥିବା ସ୍ଥାନରୁ ଅଙ୍ଗାର ସଂଗ୍ରହ କଲେ ଓ ତାକୁ ସହେି ଶୁକ୍ଲବସ୍ତ୍ର ପରିହିତ ପୁରୁଷଙ୍କ ହସ୍ତ ରେ ଦେଲେ ଓ ସେ ତାହା ନଇେ ବାହାରକୁ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେହି କିରୂବ, କିରୂବମାନଙ୍କ ମଧ୍ୟରୁ, କିରୂବମାନଙ୍କର ମଧ୍ୟସ୍ଥିତ ଅଗ୍ନିକୁ ଆପଣା ହସ୍ତ ବଢ଼ାଇ ତହିଁରୁ କିଛି ନେଇ ସେହି ଶୁକ୍ଳବସ୍ତ୍ର ପରିହିତ ପୁରୁଷଙ୍କ ହସ୍ତରେ ଦେଲେ ଓ ସେ ତାହା ନେଇ ବାହାରକୁ ଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେହି କିରୂବଦୂତମାନଙ୍କ ମଧ୍ୟରୁ ଜଣେ ହସ୍ତ ବିସ୍ତାର କଲେ ଏବଂ କିରୂବଦୂତଗଣ ମଧ୍ୟରେ ଥିବା ସ୍ଥାନରୁ ଅଙ୍ଗାର ସଂଗ୍ରହ କଲେ ଓ ତାକୁ ସେହି ଶୁକ୍ଳବସ୍ତ୍ର ପରିହିତ ପୁରୁଷଙ୍କ ହସ୍ତରେ ଦେଲେ ଓ ସେ ତାହା ନେଇ ବାହାରକୁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେହି କିରୂବ, କିରୂବମାନଙ୍କ ମଧ୍ୟରୁ, କିରୂବମାନଙ୍କର ମଧ୍ୟସ୍ଥିତ ଅଗ୍ନିକୁ ଆପଣା ହସ୍ତ ବଢ଼ାଇ ତହିଁରୁ କିଛି ନେଇ ସେହି ଶୁକ୍ଳବସ୍ତ୍ର ପରିହିତ ପୁରୁଷଙ୍କ ହସ୍ତରେ ଦେଲେ ଓ ସେ ତାହା ନେଇ ବାହାରକୁ ଗଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେହି କିରୂବ, କିରୂବମାନଙ୍କ ମଧ୍ୟରୁ, କିରୂବମାନଙ୍କର ମଧ୍ୟସ୍ଥିତ ଅଗ୍ନିକୁ ଆପଣା ହସ୍ତ ବଢ଼ାଇ ତହିଁରୁ କିଛି ନେଇ ସେହି ଶୁକ୍ଳବସ୍ତ୍ର ପରିହିତ ପୁରୁଷଙ୍କ ହସ୍ତରେ ଦେଲେ ଓ ସେ ତାହା ନେଇ ବାହାରକୁ ଗଲେ।