Ezekiel 10:8 — Compare Translations

5 translations compared side by side

Odia - 1840
"ମନୁଷ୍ଯର ହାତପରି ଦଖାଯାେଉଥିବା କିଛି ଗୋଟେ କିରୂବତୂତମାନଙ୍କ ପକ୍ଷତଳେ ଦଖାଗେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, କିରୂବମାନଙ୍କ ମଧ୍ୟରେ ସେମାନଙ୍କ ପକ୍ଷ ତଳେ ମାନବ ହସ୍ତର ଏକ ଆକୃତି ଦେଖାଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ମନୁଷ୍ୟର ହାତପରି ଦେଖାଯାଉଥିବା କିଛି ଗୋଟେ କିରୂବତୂତମାନଙ୍କ ପକ୍ଷତଳେ ଦେଖାଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, କିରୂବମାନଙ୍କ ମଧ୍ୟରେ ସେମାନଙ୍କ ପକ୍ଷ ତଳେ ମାନବ ହସ୍ତର ଏକ ଆକୃତି ଦେଖାଗଲା।
Odia IRV 2017 (ଓଡିଆ ବାଇବେଲ)
ଆଉ, କିରୂବମାନଙ୍କ ମଧ୍ୟରେ ସେମାନଙ୍କ ପକ୍ଷ ତଳେ ମାନବ ହସ୍ତର ଏକ ଆକୃତି ଦେଖାଗଲା।