Ezekiel 10:9 — Compare Translations
5 translations compared side by side
Odia - 1840
"ତା'ପ ରେ ମୁଁ ଅନାଇ ଦେଖିଲି ଏକ କିରୂବର ପାଶର୍ବ ରେ ଏକ ଚକ ଓ ଅନ୍ୟ କିରୂବର ପାଶର୍ବ ରେ ଅନ୍ୟ ଚକ, ଏହିରୂପେ କିରୂବମାନଙ୍କ ପାଶର୍ବ ରେ ଏକାଠି ଚାରି ଚକ ଥିଲା। ଏବଂ ସହେି ଚକମାନର ଆଭା ବୈଦୁର୍ୟ୍ଯମଣିର ଆଭା ତୁଲ୍ଯ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ମୁଁ ଅନାଇଲି, ଆଉ ଦେଖ, ଏକ କିରୂବର ପାର୍ଶ୍ଵରେ ଏକ ଚକ୍ର ଓ ଅନ୍ୟ କିରୂବର ପାର୍ଶ୍ଵରେ ଅନ୍ୟ ଚକ୍ର, ଏହିରୂପ କିରୂବମାନଙ୍କ ପାର୍ଶ୍ଵରେ ଚାରି ଚକ୍ର ଥିଲା; ଆଉ, ସେହି ଚକ୍ରମାନର ଆଭା ବୈଦୁର୍ଯ୍ୟ ମଣିର ଆଭା ତୁଲ୍ୟ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ମୁଁ ଅନାଇ ଦେଖିଲି ଏକ କିରୂବର ପାର୍ଶ୍ୱରେ ଏକ ଚକ ଓ ଅନ୍ୟ କିରୂବର ପାର୍ଶ୍ୱରେ ଅନ୍ୟ ଚକ, ଏହିରୂପେ କିରୂବମାନଙ୍କ ପାର୍ଶ୍ୱରେ ଏକାଠି ଗ୍ଭରି ଚକ ଥିଲା। ଏବଂ ସେହି ଚକମାନର ଆଭା ବୈଦୁର୍ଯ୍ୟମଣିର ଆଭା ତୁଲ୍ୟ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମୁଁ ଅନାଇଲି, ଆଉ ଦେଖ, ଏକ କିରୂବର ପାର୍ଶ୍ୱରେ ଏକ ଚକ୍ର ଓ ଅନ୍ୟ କିରୂବର ପାର୍ଶ୍ୱରେ ଅନ୍ୟ ଚକ୍ର, ଏହିରୂପ କିରୂବମାନଙ୍କ ପାର୍ଶ୍ୱରେ ଚାରି ଚକ୍ର ଥିଲା; ଆଉ, ସେହି ଚକ୍ରମାନର ଆଭା ବୈଦୁର୍ଯ୍ୟମଣିର ଆଭା ତୁଲ୍ୟ ଥିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ମୁଁ ଅନାଇଲି, ଆଉ ଦେଖ, ଏକ କିରୂବର ପାର୍ଶ୍ୱରେ ଏକ ଚକ୍ର ଓ ଅନ୍ୟ କିରୂବର ପାର୍ଶ୍ୱରେ ଅନ୍ୟ ଚକ୍ର, ଏହିରୂପ କିରୂବମାନଙ୍କ ପାର୍ଶ୍ୱରେ ଚାରି ଚକ୍ର ଥିଲା; ଆଉ, ସେହି ଚକ୍ରମାନର ଆଭା ବୈଦୁର୍ଯ୍ୟ ମଣିର ଆଭା ତୁଲ୍ୟ ଥିଲା।