Ezekiel 11:1 — Compare Translations

5 translations compared side by side

Odia - 1840
"ଅନନ୍ତର ଏକ ପବନ ମାେତେ ଉଠାଇଲା ଏବଂ ସଦାପ୍ରଭୁଙ୍କ ମନ୍ଦିରର ପୂର୍ବାଭିମୁଖ ପୂର୍ବଦ୍ବାର ନିକଟକୁ ମାେତେ ବୋହି ଆଣିଲା। ଆଉ ମୁଁ ଦେଖିଲି ସହେି ପ୍ରବେଶ ଦ୍ବାର ନିକଟରେ ପଚିଶ ଜଣ ବ୍ଯକ୍ତି ଉପସ୍ଥିତ ଥିଲେ। ଆଉ ସମାନଙ୍କେ ମଧିଅରେ ମୁଁ ଅସସୁରର ପୁତ୍ର ୟାସନିଯଙ୍କୁ ଦେଖିଲି। ଏବଂ ଲୋକମାନଙ୍କର ଅଧିପତି ବନାଯର ପୁତ୍ର ପୁଟିଯକୁ ଦେଖିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଆତ୍ମା ମୋତେ ଉଠାଇ ସଦାପ୍ରଭୁଙ୍କ ଗୃହର ପୂର୍ବାଭିମୁଖ ପୂର୍ବ-ଦ୍ଵାର ନିକଟକୁ ଆଣିଲେ; ଆଉ ଦେଖ, ସେହି ଦ୍ଵାର ନିକଟରେ ପଚିଶ ଜଣ ପୁରୁଷ ଥିଲେ; ପୁଣି, ସେମାନଙ୍କ ମଧ୍ୟ ସ୍ଥାନରେ ମୁଁ ଲୋକମାନଙ୍କର ଅଧିପତି ଅସ୍ସୁରର ପୁତ୍ର ଯାସନୀୟ ଓ ବନାୟର ପୁତ୍ର ପ୍ଲଟୀୟକୁ ଦେଖିଲି ।
Odia Bible ERV 2004 (ପବିତ୍ର ବାଇବଲ)
Prophecies Against the Leaders ଅନନ୍ତର ଏକ ପବନ ମୋତେ ଉଠାଇଲା ଏବଂ ସଦାପ୍ରଭୁଙ୍କ ମନ୍ଦିରର ପୂର୍ବାଭିମୁଖ ପୂର୍ବଦ୍ୱାର ନିକଟକୁ ମୋତେ ବୋହି ଆଣିଲା। ଆଉ ମୁଁ ଦେଖିଲି ସେହି ପ୍ରବେଶ ଦ୍ୱାର ନିକଟରେ ପଚିଶ୍ ଜଣ ବ୍ୟକ୍ତି ଉପସ୍ଥିତ ଥିଲେ। ଆଉ ସେମାନଙ୍କ ମଧ୍ୟରେ ମୁଁ ଅସସୁରର ପୁତ୍ର ଯାସନିୟଙ୍କୁ ଦେଖିଲି। ଏବଂ ଲୋକମାନଙ୍କର ଅଧିପତି ବନାୟର ପୁତ୍ର ପ୍ଲଟିୟକୁ ଦେଖିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ପରମେଶ୍ୱରଙ୍କ ଆତ୍ମା ମୋତେ ଉଠାଇ ସଦାପ୍ରଭୁଙ୍କ ଗୃହର ପୂର୍ବାଭିମୁଖ ପୂର୍ବ-ଦ୍ୱାର ନିକଟକୁ ଆଣିଲେ; ଆଉ ଦେଖ, ସେହି ଦ୍ୱାର ନିକଟରେ ପଚିଶ ଜଣ ପୁରୁଷ ଥିଲେ; ପୁଣି, ସେମାନଙ୍କ ମଧ୍ୟରେ ମୁଁ ଲୋକମାନଙ୍କର ଅଧିପତି ଅସୂରର ପୁତ୍ର ଯାସନୀୟ ଓ ବନାୟର ପୁତ୍ର ପ୍ଲଟୀୟକୁ ଦେଖିଲି।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ପରମେଶ୍ୱରଙ୍କ ଆତ୍ମା ମୋତେ ଉଠାଇ ସଦାପ୍ରଭୁଙ୍କ ଗୃହର ପୂର୍ବାଭିମୁଖ ପୂର୍ବ-ଦ୍ୱାର ନିକଟକୁ ଆଣିଲେ; ଆଉ ଦେଖ, ସେହି ଦ୍ୱାର ନିକଟରେ ପଚିଶ ଜଣ ପୁରୁଷ ଥିଲେ; ପୁଣି, ସେମାନଙ୍କ ମଧ୍ୟରେ ମୁଁ ଲୋକମାନଙ୍କର ଅଧିପତି ଅସ୍‍ସୁରର ପୁତ୍ର ଯାସନୀୟ ଓ ବନାୟର ପୁତ୍ର ପ୍ଲଟୀୟକୁ ଦେଖିଲି।