Ezekiel 11:10 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ଖଡ୍ଗ ରେ ପତିତ ହବେ; ଆମ୍ଭେ ଇଶ୍ରାୟେଲର ସୀମା ମଧିଅରେ ତୁମ୍ଭମାନଙ୍କର ବିଚାର କରିବା; ତହିଁରେ ତୁମ୍ଭମାନେେ ଜାଣିବ ଯେ ଆମ୍ଭେ ସଦାପ୍ରଭୁ ଅଟୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଖଡ଼୍‍ଗରେ ପତିତ ହେବ; ଆମ୍ଭେ ଇସ୍ରାଏଲର ସୀମା ମଧ୍ୟରେ ତୁମ୍ଭମାନଙ୍କର ବିଚାର କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ‌‌ଖ‌ଡ଼୍‌ଗରେ ପତିତ ହେବ; ଆମ୍ଭେ ଇସ୍ରାଏଲର ସୀମା ମଧ୍ୟରେ ତୁମ୍ଭମାନଙ୍କର ବିଗ୍ଭର କରିବା; ତହିଁରେ ତୁମ୍ଭେମାନେ ଜାଣିବ ଯେ ଆମ୍ଭେ ସଦାପ୍ରଭୁ ଅଟୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଖଡ୍ଗରେ ପତିତ ହେବ; ଆମ୍ଭେ ଇସ୍ରାଏଲର ସୀମା ମଧ୍ୟରେ ତୁମ୍ଭମାନଙ୍କର ବିଚାର କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଖଡ୍ଗରେ ପତିତ ହେବ; ଆମ୍ଭେ ଇସ୍ରାଏଲର ସୀମା ମଧ୍ୟରେ ତୁମ୍ଭମାନଙ୍କର ବିଚାର କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।