Ezekiel 11:12 — Compare Translations
5 translations compared side by side
Odia - 1840
"ଏବଂ ତୁମ୍ଭମାନେେ ଜାଣିବ ଯେ, ଆମ୍ଭେ ସଦାପ୍ରଭୁ ଅଟୁ। ଯାହାର ନିଯମ ତୁମ୍ଭମାନେେ ଅନୁସରଣ କରି ନାହଁ ଓ ଯାହାର ଶାସନ ତୁମ୍ଭମାନେେ ମାନି ନାହଁ, କିନ୍ତୁ ତୁମ୍ଭ ଚତୁଃପାଶର୍ବ ରେ ଥିବା ଦେଶଗୁଡ଼ିକର ପ୍ରଥା ଅନୁସରଣ କରିଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ; କାରଣ ତୁମ୍ଭେମାନେ ଆମ୍ଭର ବିଧିମତେ ଆଚରଣ କରି ନାହଁ, କିଅବା ଆମ୍ଭର ଦଣ୍ତାଜ୍ଞା ସଫଳ କରି ନାହଁ, ମାତ୍ର ତୁମ୍ଭମାନଙ୍କର ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀଗଣର ବିଧାନାନୁସାରେ କର୍ମ କରିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ତୁମ୍ଭେମାନେ ଜାଣିବ ଯେ, ଆମ୍ଭେ ସଦାପ୍ରଭୁ ଅଟୁ। ଯାହାର ନିୟମ ତୁମ୍ଭେମାନେ ଅନୁସରଣ କରି ନାହଁ ଓ ଯାହାର ଶାସନ ତୁମ୍ଭେମାନେ ମାନି ନାହଁ, କିନ୍ତୁ ତୁମ୍ଭ ଚତୁର୍ପାର୍ଶ୍ୱରେ ଥିବା ଦେଶଗୁଡ଼ିକର ପ୍ରଥା ଅନୁସରଣ କରିଛ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ; କାରଣ ତୁମ୍ଭେମାନେ ଆମ୍ଭର ବିଧିମତେ ଆଚରଣ କରି ନାହଁ, କିଅବା ଆମ୍ଭର ଦଣ୍ଡାଜ୍ଞା ସଫଳ କରି ନାହଁ, ମାତ୍ର ତୁମ୍ଭମାନଙ୍କର ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀଗଣର ବିଧାନାନୁସାରେ କର୍ମ କରିଅଛ।”
Odia IRV 2017 (ଓଡିଆ ବାଇବେଲ)