Ezekiel 11:13 — Compare Translations

5 translations compared side by side

Odia - 1840
"ଏବଂ ମୁଁ ଏହି ଭବିଷ୍ଯଦବାକ୍ଯ ପ୍ରଚାର କଲା ବେଳେ ବନାଯର ପୁତ୍ର ପ୍ଲଟିଯ ମଲା। ତହିଁରେ ମୁଁ ଭୂମିରେ ମୁହଁ ମାଡ଼ି କ୍ରନ୍ଦନ କରି କହିଲି, ହେ ସଦାପ୍ରଭୁ, ମାରେ ପ୍ରଭୁ, ତୁମ୍ଭେ କ'ଣ ଇଶ୍ରାୟେଲର ଅବଶିଷ୍ଟାଂଶ ଲୋକମାନଙ୍କୁ ସମ୍ପୂର୍ଣ୍ଣ ରୂପେ ଶଷେ କରିବ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ମୁଁ ଏହି ଭବିଷ୍ୟଦ୍ବାକ୍ୟ ପ୍ରଚାର କଲା ବେଳେ ବନାୟର ପୁତ୍ର ପ୍ଲଟୀୟ ମଲା । ତହିଁରେ ମୁଁ ଉବୁଡ଼ ହୋଇ ପଡ଼ି ଉଚ୍ଚସ୍ଵରରେ କ୍ରନ୍ଦନ କରି କହିଲି, ଆହା, ପ୍ରଭୁ, ସଦାପ୍ରଭୁଣ! ତୁମ୍ଭେ କି ଇସ୍ରାଏଲର ଅବଶିଷ୍ଟାଂଶକୁ ସମ୍ପୂର୍ଣ୍ଣ ରୂପେ ଶେଷ କରିବ?
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ମୁଁ ଏହି ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର କଲାବେଳେ ବନାୟର ପୁତ୍ର ପ୍ଲଟିୟ ମଲା। ତହିଁରେ ମୁଁ ଭୂମିରେ ମୁହଁ ମାଡ଼ି କ୍ରନ୍ଦନ କରି କହିଲି, “ହେ ସଦାପ୍ରଭୁ, ମୋର ପ୍ରଭୁ, ତୁମ୍ଭେ କ’ଣ ଇସ୍ରାଏଲର ଅବଶିଷ୍ଟାଂଶ ଲୋକମାନଙ୍କୁ ସମ୍ପୂର୍ଣ୍ଣ ରୂପେ ଶେଷ କରିବ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମୁଁ ଏହି ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲା ବେଳେ ବନାୟର ପୁତ୍ର ପ୍ଲଟୀୟ ମଲା। ତହିଁରେ ମୁଁ ଉବୁଡ଼ ହୋଇ ପଡ଼ି ଉଚ୍ଚସ୍ୱରରେ କ୍ରନ୍ଦନ କରି କହିଲି, “ଆହା, ପ୍ରଭୁ, ସଦାପ୍ରଭୁ! ତୁମ୍ଭେ କି ଇସ୍ରାଏଲର ଅବଶିଷ୍ଟାଂଶକୁ ସମ୍ପୂର୍ଣ୍ଣ ରୂପେ ଶେଷ କରିବ?”
Odia IRV 2017 (ଓଡିଆ ବାଇବେଲ)