Ezekiel 11:15 — Compare Translations
5 translations compared side by side
Odia - 1840
" ହେ ମନୁଷ୍ଯ ପୁତ୍ର, ୟିରୁଶାଲମ ନିବାସୀମାନେ ତୁମ୍ଭର ଭ୍ରାତୃଗଣ, ତୁମ୍ଭର କୁଟୁମ୍ବଗଣ ପ୍ରକୃତ ରେ ସମଗ୍ର ଇଶ୍ରାୟେଲମାନଙ୍କୁ ୟିରୁଶାଲମର ଅଧିବାସୀମାନେ କହିଲେ, 'ସଦାପ୍ରଭୁଙ୍କଠାରୁ ଦୂ ରଇେ ରୁହ, ଏହି ଦେଶ ଉତ୍ତରାଧିକାରୀ ସୂତ୍ର ରେ ଆମ୍ଭଙ୍କୁ ଦିଆୟାଇଛି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମନୁଷ୍ୟ-ସନ୍ତାନ, ଯିରୂଶାଲମ ନିବାସୀମାନେ ତୁମ୍ଭର ଭ୍ରାତୃଗଣକୁ, ହଁ, ତୁମ୍ଭର ଭ୍ରାତୃଗଣକୁ, ତୁମ୍ଭର କୁଟୁମ୍ଵବର୍ଗୀୟ ଲୋକମାନଙ୍କୁ ଓ ସମୁଦାୟ ଇସ୍ରାଏଲ-ବଂଶୀୟ ସମସ୍ତଙ୍କୁ କହିଅଛନ୍ତି, ତୁମ୍ଭେମାନେ ସଦାପ୍ରଭୁଙ୍କଠାରୁ ଦୂରକୁ ଯାଅ; ଏହି ଦେଶ ଅଧିକାରାର୍ଥେ ଆମ୍ଭମାନଙ୍କୁ ଦତ୍ତ ହୋଇଅଛି;
Odia Bible ERV 2004 (ପବିତ୍ର ବାଇବଲ)
“ହେ ମନୁଷ୍ୟ ପୁତ୍ର, ଯିରୁଶାଲମ ନିବାସୀମାନେ ତୁମ୍ଭର ଭ୍ରାତୃଗଣ, ତୁମ୍ଭର କୁଟୁମ୍ବଗଣ ପ୍ରକୃତରେ ସମଗ୍ର ଇସ୍ରାଏଲୀୟମାନଙ୍କୁ ଯିରୁଶାଲମର ଅଧିବାସୀମାନେ କହିଲେ, ‘ସଦାପ୍ରଭୁଙ୍କଠାରୁ ଦୂରେଇ ରୁହ, ଏହି ଦେଶ ଉତ୍ତରାଧିକାରୀ ସୂତ୍ରରେ ଆମ୍ଭଙ୍କୁ ଦିଆଯାଇଛି।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ହେ ମନୁଷ୍ୟ-ସନ୍ତାନ, ଯିରୂଶାଲମ ନିବାସୀମାନେ ତୁମ୍ଭର ଭ୍ରାତୃଗଣକୁ, ହଁ, ତୁମ୍ଭର ଭ୍ରାତୃଗଣକୁ, ତୁମ୍ଭର କୁଟୁମ୍ବବର୍ଗୀୟ ଲୋକମାନଙ୍କୁ ଓ ସମୁଦାୟ ଇସ୍ରାଏଲ ବଂଶୀୟ ସମସ୍ତଙ୍କୁ କହିଅଛନ୍ତି, ‘ତୁମ୍ଭେମାନେ ସଦାପ୍ରଭୁଙ୍କଠାରୁ ଦୂରକୁ ଯାଅ; ଏହି ଦେଶ ଅଧିକାରାର୍ଥେ ଆମ୍ଭମାନଙ୍କୁ ଦତ୍ତ ହୋଇଅଛି;’
Odia IRV 2017 (ଓଡିଆ ବାଇବେଲ)
“ହେ ମନୁଷ୍ୟ-ସନ୍ତାନ, ଯିରୂଶାଲମ ନିବାସୀମାନେ ତୁମ୍ଭର ଭ୍ରାତୃଗଣକୁ, ହଁ, ତୁମ୍ଭର ଭ୍ରାତୃଗଣକୁ, ତୁମ୍ଭର କୁଟୁମ୍ବବର୍ଗୀୟ ଲୋକମାନଙ୍କୁ ଓ ସମୁଦାୟ ଇସ୍ରାଏଲ ବଂଶୀୟ ସମସ୍ତଙ୍କୁ କହିଅଛନ୍ତି, ତୁମ୍ଭେମାନେ ସଦାପ୍ରଭୁଙ୍କଠାରୁ ଦୂରକୁ ଯାଅ; ଏହି ଦେଶ ଅଧିକାରାର୍ଥେ ଆମ୍ଭମାନଙ୍କୁ ଦତ୍ତ ହୋଇଅଛି;