Ezekiel 11:16 — Compare Translations

5 translations compared side by side

Odia - 1840
"ଏଥିପାଇଁ ସଦାପ୍ରଭୁ ଆମ୍ଭମାନଙ୍କର ପ୍ରଭୁ ଏହି କଥା କହନ୍ତି, 'ୟଦ୍ଯପି ଆମ୍ଭେ ସମାନଙ୍କେୁ ନାନା ଜାତିଗଣ ମଧ୍ଯକୁ ଦୂରୀକୃତ କରିଅଛୁ ଓ ୟଦ୍ଯପି ଆମ୍ଭେ ସମାନଙ୍କେୁ ନାନା ଦେଶ ମଧିଅରେ ଛିନ୍ନଭିନ୍ନ କରିଅଛୁ, ଆମ୍ଭେ ଅଳ୍ପ ସମୟ ପାଇଁ ସମାନଙ୍କେର ମନ୍ଦିର ସ୍ଥଳ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ତୁମ୍ଭେ କୁହ, ସଦାପ୍ରଭୁ ଏହି କଥା କହନ୍ତି; ଯଦ୍ୟପି ଆମ୍ଭେ ସେମାନଙ୍କୁ ନାନା ଗୋଷ୍ଠୀଗଣ ମଧ୍ୟକୁ ଦୂରୀକୃତ କରିଅଛୁ ଓ ଯଦ୍ୟପି ଆମ୍ଭେ ସେମାନଙ୍କୁ ନାନା ଦେଶ ମଧ୍ୟରେ ଛିନ୍ନଭିନ୍ନ କରିଅଛୁ, ତଥାପି ସେମାନେ ଯେଉଁ ଯେଉଁ ସ୍ଥାନକୁ ଯାଇଅଛନ୍ତି, ସେହିସବୁ ଦେଶରେ ଆମ୍ଭେ ଅଳ୍ପ କାଳ ନିମନ୍ତେ ସେମାନଙ୍କର ଧର୍ମଧାମ ହେବା ।
Odia Bible ERV 2004 (ପବିତ୍ର ବାଇବଲ)
“ଏଥିପାଇଁ ସଦାପ୍ରଭୁ ଆମ୍ଭମାନଙ୍କର ପ୍ରଭୁ ଏହି କଥା କହନ୍ତି, ‘ଯଦ୍ୟପି ଆମ୍ଭେ ସେମାନଙ୍କୁ ନାନା ଜାତିଗଣ ମଧ୍ୟକୁ ଦୂରୀକୃତ କରିଅଛୁ ଓ ଯଦ୍ୟପି ଆମ୍ଭେ ସେମାନଙ୍କୁ ନାନା ଦେଶ ମଧ୍ୟରେ ଛିନ୍ନଭିନ୍ନ କରିଅଛୁ, ଆମ୍ଭେ ଅଳ୍ପ ସମୟ ପାଇଁ ସେମାନଙ୍କର ମନ୍ଦିର ସ୍ଥଳ ହେବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ତୁମ୍ଭେ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି; ଯଦ୍ୟପି ଆମ୍ଭେ ସେମାନଙ୍କୁ ନାନା ଗୋଷ୍ଠୀଗଣ ମଧ୍ୟକୁ ଦୂରୀକୃତ କରିଅଛୁ ଓ ଯଦ୍ୟପି ଆମ୍ଭେ ସେମାନଙ୍କୁ ନାନା ଦେଶ ମଧ୍ୟରେ ଛିନ୍ନଭିନ୍ନ କରିଅଛୁ, ତଥାପି ସେମାନେ ଯେଉଁ ଯେଉଁ ସ୍ଥାନକୁ ଯାଇଅଛନ୍ତି, ସେହି ସବୁ ଦେଶରେ ଆମ୍ଭେ ଅଳ୍ପ କାଳ ନିମନ୍ତେ ସେମାନଙ୍କର ଧର୍ମଧାମ ହେବା।’
Odia IRV 2017 (ଓଡିଆ ବାଇବେଲ)
ଏହେତୁ ତୁମ୍ଭେ କୁହ, ସଦାପ୍ରଭୁ ଏହି କଥା କହନ୍ତି; “ଯଦ୍ୟପି ଆମ୍ଭେ ସେମାନଙ୍କୁ ନାନା ଗୋଷ୍ଠୀଗଣ ମଧ୍ୟକୁ ଦୂରୀକୃତ କରିଅଛୁ ଓ ଯଦ୍ୟପି ଆମ୍ଭେ ସେମାନଙ୍କୁ ନାନା ଦେଶ ମଧ୍ୟରେ ଛିନ୍ନଭିନ୍ନ କରିଅଛୁ, ତଥାପି ସେମାନେ ଯେଉଁ ଯେଉଁ ସ୍ଥାନକୁ ଯାଇଅଛନ୍ତି, ସେହିସବୁ ଦେଶରେ ଆମ୍ଭେ ଅଳ୍ପ କାଳ ନିମନ୍ତେ ସେମାନଙ୍କର ଧର୍ମଧାମ ହେବା।