Ezekiel 11:17 — Compare Translations
5 translations compared side by side
Odia - 1840
"ଏଥିପାଇଁ ସମାନଙ୍କେୁ କୁହ, ସଦାପ୍ରଭୁ ମାରେ ପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କୁ ବିଭିନ୍ନ ଗୋଷ୍ଠୀ ମଧ୍ଯରୁ ଏକତ୍ରୀତ କରିବା ଏବଂ ତୁମ୍ଭମାନେେ ଛିନ୍ନଭିନ୍ନ ହାଇେଥିବା ଦେଶମାନଙ୍କରୁ ତୁମ୍ଭମାନଙ୍କୁ ସଂଗ୍ରହ କରିବା ଏବଂ ଆମ୍ଭେ ତୁମ୍ଭମାନଙ୍କୁ ଇଶ୍ରାୟେଲର ଭୂମି ଦବୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିପାଇଁ ତୁମ୍ଭେ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଗୋଷ୍ଠୀଗଣ ମଧ୍ୟରୁ ତୁମ୍ଭମାନଙ୍କୁ ସଂଗ୍ରହ କରିବା ଓ ତୁମ୍ଭେମାନେ ଯେଉଁ ଯେଉଁ ସ୍ଥାନରେ ଛିନ୍ନଭିନ୍ନ ହୋଇଅଛ, ସେହିସବୁ ଦେଶରୁ ତୁମ୍ଭମାନଙ୍କୁ ଏକତ୍ର କରିବା ଇସ୍ରାଏଲ ଦେଶ ତୁମ୍ଭମାନଙ୍କୁ ଦେବା ।
Odia Bible ERV 2004 (ପବିତ୍ର ବାଇବଲ)
ଏଥିପାଇଁ ସେମାନଙ୍କୁ କୁହ, ସଦାପ୍ରଭୁ ମୋର ପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କୁ ବିଭିନ୍ନ ଗୋଷ୍ଠୀ ମଧ୍ୟରୁ ଏକତ୍ରିତ କରିବା ଏବଂ ତୁମ୍ଭେମାନେ ଛିନ୍ନଭିନ୍ନ ହୋଇଥିବା ଦେଶମାନଙ୍କରୁ ତୁମ୍ଭମାନଙ୍କୁ ସଂଗ୍ରହ କରିବା ଏବଂ ଆମ୍ଭେ ତୁମ୍ଭମାନଙ୍କୁ ଇସ୍ରାଏଲର ଭୂମି ଦେବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ ତୁମ୍ଭେ କୁହ, ‘ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଗୋଷ୍ଠୀଗଣ ମଧ୍ୟରୁ ତୁମ୍ଭମାନଙ୍କୁ ସଂଗ୍ରହ କରିବା ଓ ତୁମ୍ଭେମାନେ ଯେଉଁ ଯେଉଁ ସ୍ଥାନରେ ଛିନ୍ନଭିନ୍ନ ହୋଇଅଛ, ସେହି ସବୁ ଦେଶରୁ ତୁମ୍ଭମାନଙ୍କୁ ଏକତ୍ର କରିବା ଓ ଇସ୍ରାଏଲ ଦେଶ ତୁମ୍ଭମାନଙ୍କୁ ଦେବା।’
Odia IRV 2017 (ଓଡିଆ ବାଇବେଲ)
ଏଥିପାଇଁ ତୁମ୍ଭେ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଗୋଷ୍ଠୀଗଣ ମଧ୍ୟରୁ ତୁମ୍ଭମାନଙ୍କୁ ସଂଗ୍ରହ କରିବା ଓ ତୁମ୍ଭେମାନେ ଯେଉଁ ଯେଉଁ ସ୍ଥାନରେ ଛିନ୍ନଭିନ୍ନ ହୋଇଅଛ, ସେହିସବୁ ଦେଶରୁ ତୁମ୍ଭମାନଙ୍କୁ ଏକତ୍ର କରିବା ଓ ଇସ୍ରାଏଲ ଦେଶ ତୁମ୍ଭମାନଙ୍କୁ ଦେବା।