Ezekiel 11:18 — Compare Translations

5 translations compared side by side

Odia - 1840
"ପୁଣି ସମାନେେ ସେ ଦେଶକୁ ଯିବେ ଓ ତହିଁରେ ୟାବତୀଯ ପ୍ରତିମା ବସ୍ତୁ ଓ ଘୃଣା ଯୋଗ୍ଯ ବିଷଯସବୁ ସେ ସ୍ଥାନରୁ ଦୂର କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନେ ସେ ଦେଶକୁ ଯିବେ ଓ ତହିଁର ଯାବତୀୟ ଅଶୁଚି ବସ୍ତୁ ଓ ଘୃଣାଯୋଗ୍ୟ ବିଷୟସବୁ ସେସ୍ଥାନରୁ ଦୂର କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେମାନେ ସେ ଦେଶକୁ ଯିବେ ଓ ତହିଁରେ ଯାବତୀୟ ପ୍ରତିମା ବସ୍ତୁ ଓ ଘୃଣାଯୋଗ୍ୟ ବିଷୟସବୁ ସେ ସ୍ଥାନରୁ ଦୂର କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ସେହି ଦେଶକୁ ଯିବେ ଓ ତହିଁର ଯାବତୀୟ ଅଶୁଚି ବସ୍ତୁ ଓ ଘୃଣାଯୋଗ୍ୟ ବିଷୟସବୁ ସେହି ସ୍ଥାନରୁ ଦୂର କରିବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ସେହି ଦେଶକୁ ଯିବେ ଓ ତହିଁର ଯାବତୀୟ ଅଶୁଚି ବସ୍ତୁ ଓ ଘୃଣାଯୋଗ୍ୟ ବିଷୟସବୁ ସେହି ସ୍ଥାନରୁ ଦୂର କରିବେ।