Ezekiel 11:19 — Compare Translations
5 translations compared side by side
Odia - 1840
"ଏବଂ ଆମ୍ଭେ ସମାନଙ୍କେୁ ଏକ ହୃଦଯ ଦବୋ ଓ ସମାନଙ୍କେର ଅନ୍ତର ରେ ଏକ ନୂତନ ଆତ୍ମା ସ୍ଥାପନ କରିବା। ଆମ୍ଭେ ସମାନଙ୍କେଠାରୁ କଠିନ ହୃଦଯ ଦୂର କରି, ସମାନଙ୍କେୁ କୋମଳ ହୃଦଯ ଦବୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଆମ୍ଭେ ସେମାନଙ୍କୁ ଏକ ଚିତ୍ତ ଦେବା ଓ ଆମ୍ଭେ ତୁମ୍ଭମାନଙ୍କ ଅନ୍ତରରେ ଏକ ନୂତନ ଆତ୍ମା ସ୍ଥାପନ କରିବା ଓ ଆମ୍ଭେ ସେମାନଙ୍କ ମାଂସରୁ ପ୍ରସ୍ତରମୟ ହୃଦୟ ଦୂର କରିବା ଓ ସେମାନଙ୍କୁ ମାଂସମୟ ହୃଦୟ ଦେବା ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ଆମ୍ଭେ ସେମାନଙ୍କୁ ଏକ ହୃଦୟ ଦେବା ଓ ସେମାନଙ୍କର ଅନ୍ତରରେ ଏକ ନୂତନ ଆତ୍ମା ସ୍ଥାପନ କରିବା। ଆମ୍ଭେ ସେମାନଙ୍କଠାରୁ କଠିନ ହୃଦୟ ଦୂର କରି, ସେମାନଙ୍କୁ କୋମଳ ହୃଦୟ ଦେବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଆମ୍ଭେ ସେମାନଙ୍କୁ ଏକ ଚିତ୍ତ ଦେବା ଓ ଆମ୍ଭେ ତୁମ୍ଭମାନଙ୍କ ଅନ୍ତରରେ ଏକ ନୂତନ ଆତ୍ମା ସ୍ଥାପନ କରିବା ଓ ଆମ୍ଭେ ସେମାନଙ୍କ ମାଂସରୁ ପ୍ରସ୍ତରମୟ ହୃଦୟ ଦୂର କରିବା ଓ ସେମାନଙ୍କୁ ମାଂସମୟ ହୃଦୟ ଦେବା।
Odia IRV 2017 (ଓଡିଆ ବାଇବେଲ)
ଆଉ, ଆମ୍ଭେ ସେମାନଙ୍କୁ ଏକ ଚିତ୍ତ ଦେବା ଓ ଆମ୍ଭେ ତୁମ୍ଭମାନଙ୍କ ଅନ୍ତରରେ ଏକ ନୂତନ ଆତ୍ମା ସ୍ଥାପନ କରିବା ଓ ଆମ୍ଭେ ସେମାନଙ୍କ ମାଂସରୁ ପ୍ରସ୍ତରମୟ ହୃଦୟ ଦୂର କରିବା ଓ ସେମାନଙ୍କୁ ମାଂସମୟ ହୃଦୟ ଦେବା।