Ezekiel 11:2 — Compare Translations

5 translations compared side by side

Odia - 1840
"ଏବଂ ପରମେଶ୍ବର ମାେତେ କହିଲେ, ହେ ମନୁଷ୍ଯ ପୁତ୍ର, ଏହି ଲୋକମାନେ ପାପପୂର୍ଣ୍ଣ ଯୋଜନା କରନ୍ତି ଓ ଏ ନଗର ମଧିଅରେ କୁମନ୍ତ୍ରଣାସବୁ ଦିଅନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ମୋତେ କହିଲେ, ହେ ମନୁଷ୍ୟ-ସନ୍ତାନ, ଏହି ଲୋକମାନେ ଅଧର୍ମ ସଙ୍କଳ୍ପ କରନ୍ତି ଓ ଏହି ନଗର ମଧ୍ୟରେ କୁମନ୍ତ୍ରଣା ଦିଅନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ପରମେଶ୍ୱର ମୋତେ କହିଲେ, “ହେ ମନୁଷ୍ୟ ପୁତ୍ର, ଏହି ଲୋକମାନେ ପାପପୂର୍ଣ୍ଣ ଯୋଜନା କରନ୍ତି ଓ ଏ ନଗର ମଧ୍ୟରେ କୁମନ୍ତ୍ରଣାସବୁ ଦିଅନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଏହି ଲୋକମାନେ ଅଧର୍ମ ସଂକଳ୍ପ କରନ୍ତି ଓ ଏହି ନଗର ମଧ୍ୟରେ କୁମନ୍ତ୍ରଣା ଦିଅନ୍ତି;
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଏହି ଲୋକମାନେ ଅଧର୍ମ ସଂକଳ୍ପ କରନ୍ତି ଓ ଏହି ନଗର ମଧ୍ୟରେ କୁମନ୍ତ୍ରଣା ଦିଅନ୍ତି;