Ezekiel 11:20 — Compare Translations
5 translations compared side by side
Odia - 1840
"ତହିଁରେ ସମାନେେ ଆମ୍ଭର ବିଧି ମାନିବେ ଏବଂ ଆମ୍ଭର ନିଯମସବୁ ରଖିବା ପାଇଁ ୟନ୍ତ୍ରବାନ୍ ହବେେ ଏବଂ ସମାନେେ ମଧ୍ଯ ଆମ୍ଭର ଲୋକ ହବେେ ଓ ଆମ୍ଭେ ସମାନଙ୍କେର ପରମେଶ୍ବର ହବୋ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେମାନେ ଆମ୍ଭର ବିଧିମତେ ଆଚରଣ କରିବେ ଓ ଆମ୍ଭର ନିୟମସବୁ ମାନ୍ୟ କରି ପାଳନ କରିବେ; ପୁଣି, ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ଵର ହେବା ।
Odia Bible ERV 2004 (ପବିତ୍ର ବାଇବଲ)
ତହିଁରେ ସେମାନେ ଆମ୍ଭର ବିଧି ମାନିବେ ଏବଂ ଆମ୍ଭର ନିୟମସବୁ ରଖିବା ପାଇଁ ଯତ୍ନବାନ୍ ହେବେ ଏବଂ ସେମାନେ ମଧ୍ୟ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେମାନେ ଆମ୍ଭର ବିଧିମତେ ଆଚରଣ କରିବେ ଓ ଆମ୍ଭର ନିୟମସବୁ ମାନ୍ୟ କରି ପାଳନ କରିବେ; ପୁଣି, ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେମାନେ ଆମ୍ଭର ବିଧିମତେ ଆଚରଣ କରିବେ ଓ ଆମ୍ଭର ନିୟମସବୁ ମାନ୍ୟ କରି ପାଳନ କରିବେ; ପୁଣି, ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା।