Ezekiel 11:21 — Compare Translations

5 translations compared side by side

Odia - 1840
"ତା'ପ ରେ ପରମେଶ୍ବର କହିଲେ, କିନ୍ତୁ ଯେଉଁମାନଙ୍କର ହୃଦଯ ଘୃଣ୍ଯ ଓ କଳୁଷିତ ମୂର୍ତ୍ତିଗୁଡ଼ିକୁ ଅନୁସରଣ କରେ, ଆମ୍ଭେ ସମାନଙ୍କେୁ ସମାନଙ୍କେର କୁକର୍ମ ଅନୁସାରେ ଦଣ୍ଡିତ କରିବା। ସଦାପ୍ରଭୁ ମାରେ ପ୍ରଭୁ ଏହା କହିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯେଉଁମାନଙ୍କ ହୃଦୟ ଆପଣାମାନଙ୍କର ଅଶୁଚି ଓ ଘୃଣାଯୋଗ୍ୟ ବସ୍ତୁସକଳର ହୃଦୟ ଅନୁସାରେ ଆଚରଣ କରେ, ଆମ୍ଭେ ସେମାନଙ୍କର ଆଚରଣର ପ୍ରତିଫଳ ସେମାନଙ୍କ ମସ୍ତକରେ ବର୍ତ୍ତାଇବା, ଏହା ପ୍ରଭୁ ସଦାପ୍ରଭୁ କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
The Glory of the Lord Leaves Jerusalem ତା’ପରେ ପରମେଶ୍ୱର କହିଲେ, “କିନ୍ତୁ ଯେଉଁମାନଙ୍କର ହୃଦୟ ଘୃଣ୍ୟ ଓ କଳୁଷିତ ମୂର୍ତ୍ତିଗୁଡ଼ିକୁ ଅନୁସରଣ କରେ, ଆମ୍ଭେ ସେମାନଙ୍କୁ ସେମାନଙ୍କର କୁକର୍ମ ଅନୁସାରେ ଦଣ୍ଡିତ କରିବା।” ସଦାପ୍ରଭୁ ମୋର ପ୍ରଭୁ ଏହା କହିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯେଉଁମାନଙ୍କ ହୃଦୟ ଆପଣାମାନଙ୍କର ଅଶୁଚି ଓ ଘୃଣାଯୋଗ୍ୟ ବସ୍ତୁସକଳର ହୃଦୟ ଅନୁସାରେ ଆଚରଣ କରେ, ଆମ୍ଭେ ସେମାନଙ୍କର ଆଚରଣର ପ୍ରତିଫଳ ସେମାନଙ୍କ ମସ୍ତକରେ ବର୍ତ୍ତାଇବା, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯେଉଁମାନଙ୍କ ହୃଦୟ ଆପଣାମାନଙ୍କର ଅଶୁଚି ଓ ଘୃଣାଯୋଗ୍ୟ ବସ୍ତୁସକଳର ହୃଦୟ ଅନୁସାରେ ଆଚରଣ କରେ, ଆମ୍ଭେ ସେମାନଙ୍କର ଆଚରଣର ପ୍ରତିଫଳ ସେମାନଙ୍କ ମସ୍ତକରେ ବର୍ତ୍ତାଇବା, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”