Ezekiel 11:22 — Compare Translations
5 translations compared side by side
Odia - 1840
"ଅନନ୍ତର କିରୁବଗଣ ନିଜ ନିଜ ପକ୍ଷ ଉଠାଇଲେ, ଆଉ ଚକ୍ରସବୁ ସମାନଙ୍କେ ପାଶର୍ବ ରେ ଥିଲା। ଆଉ ଇଶ୍ରାୟେଲର ପରମେଶ୍ବରଙ୍କର ମହିମା ସମାନଙ୍କେ ଉର୍ଦ୍ଧ୍ବ ରେ ବିଦ୍ଯମାନ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର କିରୂବଗଣ ଆପଣା ଆପଣା ପକ୍ଷ ଉଠାଇଲେ, ଆଉ ଚକ୍ରସବୁ ସେମାନଙ୍କ ପାର୍ଶ୍ଵରେ ଥିଲା; ଆଉ, ଇସ୍ରାଏଲର ପରମେଶ୍ଵରଙ୍କ ପ୍ରତାପ ସେମାନଙ୍କ ଊର୍ଦ୍ଧ୍ଵରେ ବିଦ୍ୟମାନ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଅନନ୍ତର କିରୁବଗଣ ନିଜ ନିଜ ପକ୍ଷ ଉଠାଇଲେ, ଆଉ ଚକ୍ରସବୁ ସେମାନଙ୍କ ପାର୍ଶ୍ୱରେ ଥିଲା। ଆଉ ଇସ୍ରାଏଲର ପରମେଶ୍ୱରଙ୍କର ମହିମା ସେମାନଙ୍କ ଊର୍ଦ୍ଧ୍ୱରେ ବିଦ୍ୟମାନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ କିରୂବଗଣ ଆପଣା ଆପଣା ପକ୍ଷଗୁଡ଼ିକ ଉଠାଇଲେ, ଆଉ ଚକ୍ରସବୁ ସେମାନଙ୍କ ପାର୍ଶ୍ୱରେ ଥିଲା; ଆଉ, ଇସ୍ରାଏଲର ପରମେଶ୍ୱରଙ୍କ ପ୍ରତାପ ସେମାନଙ୍କ ଊର୍ଦ୍ଧ୍ୱରେ ବିଦ୍ୟମାନ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ କିରୂବଗଣ ଆପଣା ଆପଣା ପକ୍ଷଗୁଡିକ ଉଠାଇଲେ, ଆଉ ଚକ୍ରସବୁ ସେମାନଙ୍କ ପାର୍ଶ୍ୱରେ ଥିଲା; ଆଉ, ଇସ୍ରାଏଲର ପରମେଶ୍ୱରଙ୍କ ପ୍ରତାପ ସେମାନଙ୍କ ଉର୍ଦ୍ଧ୍ୱରେ ବିଦ୍ୟମାନ ଥିଲା।