Ezekiel 11:23 — Compare Translations

5 translations compared side by side

Odia - 1840
"ଏହାପ ରେ ସଦାପ୍ରଭୁଙ୍କର ମହିମା ନଗର ମଧ୍ଯରୁ ଉର୍ଦ୍ଧ୍ବଗମନ କରି ନଗରର ପୂର୍ବଦିଗସ୍ଥିତ ପର୍ବତ ଉପ ରେ ସ୍ଥଗିତ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ସଦାପ୍ରଭୁଙ୍କର ପ୍ରତାପ ନଗର ମଧ୍ୟରୁ ଊର୍ଦ୍ଧ୍ଵଗମନ କରି ନଗରର ପୂର୍ବଦିଗସ୍ଥିତ ପର୍ବତ ଉପରେ ସ୍ଥଗିତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସଦାପ୍ରଭୁଙ୍କର ମହିମା ନଗର ମଧ୍ୟରୁ ଊର୍ଦ୍ଧ୍ୱଗମନ କରି ନଗରର ପୂର୍ବଦିଗସ୍ଥିତ ପର୍ବତ ଉପରେ ସ୍ଥଗିତ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ସଦାପ୍ରଭୁଙ୍କର ପ୍ରତାପ ନଗର ମଧ୍ୟରୁ ଊର୍ଦ୍ଧ୍ୱଗମନ କରି ନଗରର ପୂର୍ବଦିଗସ୍ଥିତ ପର୍ବତ ଉପରେ ସ୍ଥଗିତ ହେଲା।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ସଦାପ୍ରଭୁଙ୍କର ପ୍ରତାପ ନଗର ମଧ୍ୟରୁ ଉର୍ଦ୍ଧ୍ୱଗମନ କରି ନଗରର ପୂର୍ବଦିଗସ୍ଥିତ ପର୍ବତ ଉପରେ ସ୍ଥଗିତ ହେଲା।