Ezekiel 11:24 — Compare Translations
5 translations compared side by side
Odia - 1840
"ତା'ପ ରେ ଗୋଟିଏ ପବନ ମାେତେ ଉଠାଇଲା ଏବଂ ନିର୍ବାସିତରୂପେ ମାେତେ ବାବିଲକୁ ନଇଗେଲା। ପରମେଶ୍ବରଙ୍କର ଆତ୍ମା ଦ୍ବାରା ମୁଁ ଦର୍ଶନ ରେ ଏହିସବୁ ଜିନିଷଗୁଡ଼ିକ ଦେଖିଲି। ତା'ପ ରେ ଯେଉଁ ଦର୍ଶନ ମୁଁ ଦେଖିଥିଲି ଚାଲିଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଆତ୍ମା ମୋତେ ଉଠାଇ ଦର୍ଶନକ୍ରମେ ପରମେଶ୍ଵରଙ୍କ ଆତ୍ମା ଦ୍ଵାରା କଲ୍ଦୀୟ ଦେଶକୁ ନିର୍ବାସିତ ଲୋକମାନଙ୍କ ନିକଟକୁ ଆଣିଲେ । ତହୁଁ ମୁଁ ଯେଉଁ ଦର୍ଶନ ପାଇଥିଲି, ତାହା ମୋʼ ନିକଟରୁ ଊର୍ଦ୍ଧ୍ଵଗମନ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଗୋଟିଏ ପବନ ମୋତେ ଉଠାଇଲା ଏବଂ ନିର୍ବାସିତରୂପେ ମୋତେ ବାବିଲକୁ ନେଇଗଲା। ପରମେଶ୍ୱରଙ୍କର ଆତ୍ମା ଦ୍ୱାରା ମୁଁ ଦର୍ଶନରେ ଏହିସବୁ ଜିନିଷଗୁଡ଼ିକ ଦେଖିଲି। ତା’ପରେ ଯେଉଁ ଦର୍ଶନ ମୁଁ ଦେଖିଥିଲି ଗ୍ଭଲିଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ପରମେଶ୍ୱରଙ୍କ ଆତ୍ମା ମୋତେ ଉଠାଇ ଦର୍ଶନରେ କଲ୍ଦୀୟ ଦେଶକୁ ନିର୍ବାସିତ ଲୋକମାନଙ୍କ ନିକଟକୁ ଆଣିଲେ। ତହୁଁ ମୁଁ ଯେଉଁ ଦର୍ଶନ ପାଇଥିଲି, ତାହା ମୋʼ ନିକଟରୁ ଊର୍ଦ୍ଧ୍ୱଗମନ କଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ପରମେଶ୍ୱରଙ୍କ ଆତ୍ମା ମୋତେ ଉଠାଇ ଦର୍ଶନରେ କଲ୍ଦୀୟ ଦେଶକୁ ନିର୍ବାସିତ ଲୋକମାନଙ୍କ ନିକଟକୁ ଆଣିଲେ। ତହୁଁ ମୁଁ ଯେଉଁ ଦର୍ଶନ ପାଇଥିଲି, ତାହା ମୋ’ ନିକଟରୁ ଊର୍ଦ୍ଧ୍ୱଗମନ କଲା।