Ezekiel 11:3 — Compare Translations
5 translations compared side by side
Odia - 1840
"ଏହି ଲୋକମାନେ କହନ୍ତି, 'ଆମ୍ଭମାନେେ ଯଥା ଶୀଘ୍ର ଗୃହ ପୁନର୍ବାର ନିର୍ମାଣ କରିଦବେୁ। ଆମ୍ଭମାନେେ ହଣ୍ଡା ରେ ମାଂସ ତୁଲ୍ଯ ଏହି ନଗର ରେ ସୁରକ୍ଷିତ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ କହନ୍ତି, ଗୃହ ଗାନ୍ଥିବାର ସମୟ ସନ୍ନିକଟ ହୋଇ ନାହିଁ; ଏହି ନଗର ହଣ୍ତା ଓ ଆମ୍ଭେମାନେ ମାଂସ ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ଲୋକମାନେ କହନ୍ତି, ‘ଆମ୍ଭେମାନେ ଯଥା ଶୀଘ୍ର ଗୃହ ପୁନର୍ବାର ନିର୍ମାଣ କରିଦେବୁ। ଆମ୍ଭେମାନେ ହଣ୍ଡାରେ ମାଂସ ତୁଲ୍ୟ ଏହି ନଗରରେ ସୁରକ୍ଷିତ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ କହନ୍ତି, ‘ଗୃହ ନିର୍ମାଣ କରିବାର ସମୟ ସନ୍ନିକଟ ହୋଇ ନାହିଁ; ଏହି ନଗର ହଣ୍ଡା ଓ ଆମ୍ଭେମାନେ ମାଂସ।’
Odia IRV 2017 (ଓଡିଆ ବାଇବେଲ)
ସେମାନେ କହନ୍ତି, ଗୃହ ନିର୍ମାଣ କରିବାର ସମୟ ସନ୍ନିକଟ ହୋଇ ନାହିଁ; ଏହି ନଗର ହଣ୍ଡା ଓ ଆମ୍ଭେମାନେ ମାଂସ।