Ezekiel 11:4 — Compare Translations
5 translations compared side by side
Odia - 1840
"ତେଣୁ ହେ ମନୁଷ୍ଯ ପୁତ୍ର, ତୁମ୍ଭେ ସମାନଙ୍କେ ବିରୁଦ୍ଧ ରେ ଭବିଷ୍ଯଦବାକ୍ଯ ପ୍ରଚାର କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ସେମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍-ବାକ୍ୟ ପ୍ରଚାର କର, ଭବିଷ୍ୟଦ୍-ବାକ୍ୟ ପ୍ରଚାର କର ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ହେ ମନୁଷ୍ୟ ପୁତ୍ର, ତୁମ୍ଭେ ସେମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ସେମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର, ଭବିଷ୍ୟଦ୍ବାକ୍ୟ ପ୍ରଚାର କର।”
Odia IRV 2017 (ଓଡିଆ ବାଇବେଲ)
ଏହେତୁ ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ସେମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର, ଭବିଷ୍ୟଦ୍ବାକ୍ୟ ପ୍ରଚାର କର।”