Ezekiel 11:5 — Compare Translations
5 translations compared side by side
Odia - 1840
"ତା'ପ ରେ ସଦାପ୍ରଭୁଙ୍କର ଆତ୍ମା ମାେ ଉପ ରେ ଅଧିଷ୍ଠିତ ହେଲେ ଓ ମାେତେ କହିଲେ, ତୁମ୍ଭେ ସମାନଙ୍କେୁ କୁହ, ସଦାପ୍ରଭୁ ଏହିକଥା କହନ୍ତି, ହେ ଇସ୍ରାଯଲବୋସୀ, ତୁମ୍ଭେ ଏହି କଥା କହୁଅଛ। କିନ୍ତୁ ତୁମ୍ଭମାନଙ୍କ ମନ ରେ ଯେଉଁ ବିଷଯ ଉଠୁଅଛି, ଆମ୍ଭେ ତାହା ଜାଣୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସଦାପ୍ରଭୁଙ୍କ ଆତ୍ମା ମୋʼଠାରେ ଅଧିଷ୍ଠିତ ହୋଇ ମୋତେ କହିଲେ, କୁହ, ସଦାପ୍ରଭୁ ଏହି କଥା କହନ୍ତି; ହେ ଇସ୍ରାଏଲ-ବଂଶ, ତୁମ୍ଭେମାନେ ଏପ୍ରକାର କଥା କହିଅଛ; ତୁମ୍ଭମାନଙ୍କ ମନରେ ଯେ ଯେ ବିଷୟ ଉଠୁଅଛି, ତାହା ଆମ୍ଭେ ଜାଣୁ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସଦାପ୍ରଭୁଙ୍କର ଆତ୍ମା ମୋ’ ଉପରେ ଅଧିଷ୍ଠିତ ହେଲେ ଓ ମୋତେ କହିଲେ, “ତୁମ୍ଭେ ସେମାନଙ୍କୁ କୁହ, ସଦାପ୍ରଭୁ ଏହିକଥା କହନ୍ତି, ହେ ଇସ୍ରାଏଲବାସୀ, ତୁମ୍ଭେ ଏହି କଥା କହୁଅଛ। କିନ୍ତୁ ତୁମ୍ଭମାନଙ୍କ ମନରେ ଯେଉଁ ବିଷୟ ଉଠୁଅଛି, ଆମ୍ଭେ ତାହା ଜାଣୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସଦାପ୍ରଭୁଙ୍କ ଆତ୍ମା ମୋʼ ଠାରେ ଅଧିଷ୍ଠିତ ହୋଇ ମୋତେ କହିଲେ, “କୁହ, ସଦାପ୍ରଭୁ ଏହି କଥା କହନ୍ତି; ହେ ଇସ୍ରାଏଲ ବଂଶ, ତୁମ୍ଭେମାନେ ଏପ୍ରକାର କଥା କହିଅଛ; ତୁମ୍ଭମାନଙ୍କ ମନରେ ଯେଉଁ ଯେଉଁ ବିଷୟ ଉଠୁଅଛି, ତାହା ଆମ୍ଭେ ଜାଣୁ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସଦାପ୍ରଭୁଙ୍କ ଆତ୍ମା ମୋ’ଠାରେ ଅଧିଷ୍ଠିତ ହୋଇ ମୋତେ କହିଲେ, “କୁହ, ସଦାପ୍ରଭୁ ଏହି କଥା କହନ୍ତି; ହେ ଇସ୍ରାଏଲ ବଂଶ, ତୁମ୍ଭେମାନେ ଏପ୍ରକାର କଥା କହିଅଛ; ତୁମ୍ଭମାନଙ୍କ ମନରେ ଯେଉଁ ଯେଉଁ ବିଷୟ ଉଠୁଅଛି, ତାହା ଆମ୍ଭେ ଜାଣୁ।