Ezekiel 11:6 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ଏହି ନଗର ରେ ବହୁତ ଲୋକଙ୍କୁ ହତ୍ଯା କରିଅଛ ଓ ତହିଁରେ ପଥସବୁ ନିହତ ଲୋକଙ୍କ ଶବ ରେ ପୂର୍ଣ୍ଣ କରିଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଏହି ନଗରରେ ଆପଣାମାନଙ୍କର ହତ ଲୋକଙ୍କ ସଂଖ୍ୟା ବୃଦ୍ଧି କରିଅଛ ଓ ତହିଁର ପଥସବୁ ହତ ଲୋକରେ ପୂର୍ଣ୍ଣ କରିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଏହି ନଗରରେ ବହୁତ ଲୋକଙ୍କୁ ହତ୍ୟା କରିଅଛ ଓ ତହିଁରେ ପଥସବୁ ନିହତ ଲୋକଙ୍କ ଶବରେ ପୂର୍ଣ୍ଣ କରିଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଏହି ନଗରରେ ଆପଣାମାନଙ୍କର ହତ ଲୋକଙ୍କ ସଂଖ୍ୟା ବୃଦ୍ଧି କରିଅଛ ଓ ତହିଁର ପଥସବୁ ହତ ଲୋକରେ ପୂର୍ଣ୍ଣ କରିଅଛ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଏହି ନଗରରେ ଆପଣାମାନଙ୍କର ହତ ଲୋକଙ୍କ ସଂଖ୍ୟା ବୃଦ୍ଧି କରିଅଛ ଓ ତହିଁର ପଥସବୁ ହତ ଲୋକରେ ପୂର୍ଣ୍ଣ କରିଅଛ।