Ezekiel 11:7 — Compare Translations

5 translations compared side by side

Odia - 1840
"ଏଣୁ ସଦାପ୍ରଭୁ ଆମ୍ଭର ପ୍ରଭୁ ଏହି କଥା କହନ୍ତି, 'ତୁମ୍ଭେ ଯେଉଁ ମୃତ ଶରୀରଗୁଡ଼ିକ ନଗର ରେ ରଖିଲ ତାହା ମାଂସ ଓ ନଗର ଏକ ପାତ୍ର ଅଟେ। ମାତ୍ର ତୁମ୍ଭମାନଙ୍କୁ ତହିଁ ମଧ୍ଯରୁ ବାହାର କରାୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭମାନଙ୍କର ଯେଉଁ ହତ ଲୋକଙ୍କୁ ତୁମ୍ଭେମାନେ ନଗର ମଧ୍ୟରେ ରଖିଅଛ, ସେମାନେ ମାଂସ, ପୁଣି ଏହି ନଗର ହଣ୍ତା ଅଟେ; ମାତ୍ର ତୁମ୍ଭମାନଙ୍କୁ ତହିଁ ମଧ୍ୟରୁ ବାହାର କରାଯିବ ।
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ସଦାପ୍ରଭୁ ଆମ୍ଭର ପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେ ଯେଉଁ ମୃତ ଶରୀରଗୁଡ଼ିକ ନଗରରେ ରଖିଲ ତାହା ମାଂସ ଓ ନଗର ଏକ ପାତ୍ର ଅଟେ। ମାତ୍ର ତୁମ୍ଭମାନଙ୍କୁ ତହିଁ ମଧ୍ୟରୁ ବାହାର କରାଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭମାନଙ୍କର ଯେଉଁ ହତ ଲୋକଙ୍କୁ ତୁମ୍ଭେମାନେ ନଗର ମଧ୍ୟରେ ରଖିଅଛ, ସେମାନେ ମାଂସ, ପୁଣି ଏହି ନଗର ହଣ୍ଡା ଅଟେ; ମାତ୍ର ତୁମ୍ଭମାନଙ୍କୁ ତହିଁ ମଧ୍ୟରୁ ବାହାର କରାଯିବ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭମାନଙ୍କର ଯେଉଁ ହତ ଲୋକଙ୍କୁ ତୁମ୍ଭେମାନେ ନଗର ମଧ୍ୟରେ ରଖିଅଛ, ସେମାନେ ମାଂସ, ପୁଣି ଏହି ନଗର ହଣ୍ଡା ଅଟେ; ମାତ୍ର ତୁମ୍ଭମାନଙ୍କୁ ତହିଁ ମଧ୍ୟରୁ ବାହାର କରାଯିବ।