Ezekiel 11:8 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ଖଡ୍ଗକୁ ଭୟ କରିଅଛ; ଏବଂ ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧ ରେ ଖଡ୍ଗ ଆଣିବା।' ସଦାପ୍ରଭୁ, ମାରେ ପ୍ରଭୁ ଏହା କହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଖଡ଼୍‍ଗକୁ ଭୟ କରିଅଛ; ଆଉ ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଖଡ଼୍‍ଗ ଆଣିବା ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ‌‌ଖ‌ଡ଼୍‌ଗକୁ ଭୟ କରିଅଛ; ଏବଂ ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ‌‌ଖ‌ଡ଼୍‌ଗ ଆଣିବା।’” ସଦାପ୍ରଭୁ, ମୋର ପ୍ରଭୁ ଏହା କହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଖଡ୍ଗକୁ ଭୟ କରିଅଛ; ଆଉ ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଖଡ୍ଗ ଆଣିବା।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଖଡ୍ଗକୁ ଭୟ କରିଅଛ; ଆଉ ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଖଡ୍ଗ ଆଣିବା।