Ezekiel 11:9 — Compare Translations
5 translations compared side by side
Odia - 1840
"ଆମ୍ଭେ ତୁମ୍ଭମାନଙ୍କୁ ଏହି ନଗର ମଧ୍ଯରୁ ବାହାର କରି ଆଣି ବିଦେଶୀମାନଙ୍କ ହସ୍ତ ରେ ସମର୍ପଣ କରିବା ଓ ତା'ପ ରେ ଆମ୍ଭେ ତୁମ୍ଭମାନଙ୍କର ବିଚାର କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ତହିଁ ମଧ୍ୟରୁ ବାହାର କରି ଆଣି ବିଦେଶୀମାନଙ୍କ ହସ୍ତରେ ସମର୍ପଣ କରିବା ଓ ତୁମ୍ଭମାନଙ୍କ ମଧ୍ୟରେ ବିଚାର ସାଧନ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
“ଆମ୍ଭେ ତୁମ୍ଭମାନଙ୍କୁ ଏହି ନଗର ମଧ୍ୟରୁ ବାହାର କରି ଆଣି ବିଦେଶୀମାନଙ୍କ ହସ୍ତରେ ସମର୍ପଣ କରିବା ଓ ତା’ପରେ ଆମ୍ଭେ ତୁମ୍ଭମାନଙ୍କର ବିଗ୍ଭର କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ତହିଁ ମଧ୍ୟରୁ ବାହାର କରି ଆଣି ବିଦେଶୀମାନଙ୍କ ହସ୍ତରେ ସମର୍ପଣ କରିବା ଓ ତୁମ୍ଭମାନଙ୍କ ମଧ୍ୟରେ ବିଚାର ସାଧନ କରିବା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ତହିଁ ମଧ୍ୟରୁ ବାହାର କରି ଆଣି ବିଦେଶୀମାନଙ୍କ ହସ୍ତରେ ସମର୍ପଣ କରିବା ଓ ତୁମ୍ଭମାନଙ୍କ ମଧ୍ୟରେ ବିଚାର ସାଧନ କରିବା।