Ezekiel 12:10 — Compare Translations

5 translations compared side by side

Odia - 1840
"ସମାନଙ୍କେୁ କୁହ, ସଦାପ୍ରଭୁ ସମାନଙ୍କେର ପ୍ରଭୁ, ଏହିକଥା କହିଛନ୍ତି, ଏହି ଭବିଷ୍ଯତବାଣୀ ୟିରୁଶାଲମସ୍ଥ ଅଧିପତିର ଓ ଇଶ୍ରାୟେଲର ସମ୍ପର୍କୀଯ ଲୋକମାନଙ୍କ ମଧିଅରେ ସେ ବାସ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ସେମାନଙ୍କୁ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଏହି ଭାର ଯିରୂଶାଲମସ୍ଥ ଅଧିପତିର ଓ ସେମାନେ ଯେଉଁମାନଙ୍କ ମଧ୍ୟରେ ଅଛନ୍ତି, ସେହି ସମୁଦାୟ ଇସ୍ରାଏଲର ବଂଶର ସମ୍ପର୍କୀୟ ଅଟେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କୁ କୁହ, ସଦାପ୍ରଭୁ ସେମାନଙ୍କର ପ୍ରଭୁ, ଏହିକଥା କହିଛନ୍ତି, ଏହି ଭବିଷ୍ୟ‌ଦ୍‌ବାଣୀ ଯିରୁଶାଲମସ୍ଥ ଅଧିପତିର ଓ ଇସ୍ରାଏଲର ସମ୍ପର୍କୀୟ ଲୋକମାନଙ୍କ ମଧ୍ୟରେ ସେ ବାସ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ସେମାନଙ୍କୁ କୁହ, ‘ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଏହି ଭାର ଯିରୂଶାଲମସ୍ଥ ଅଧିପତିର ଓ ସେମାନେ ଯେଉଁମାନଙ୍କ ମଧ୍ୟରେ ଅଛନ୍ତି, ସେହି ସମୁଦାୟ ଇସ୍ରାଏଲ ବଂଶର ସମ୍ପର୍କୀୟ ଅଟେ।’
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଏହି ଭାର ଯିରୂଶାଲମସ୍ଥ ଅଧିପତିର ଓ ସେମାନେ ଯେଉଁମାନଙ୍କ ମଧ୍ୟରେ ଅଛନ୍ତି, ସେହି ସମୁଦାୟ ଇସ୍ରାଏଲ ବଂଶର ସମ୍ପର୍କୀୟ ଅଟେ।