Ezekiel 12:11 — Compare Translations

5 translations compared side by side

Odia - 1840
"ସମାନଙ୍କେୁ କୁହ, 'ମୁଁ ତୁମ୍ଭମାନଙ୍କ ପାଇଁ ଏକ ଚିହ୍ନ ଓ ଉଦାହରଣ ଅଟେ। ମୁଁ ଯାହାକିଛି କଲି, ତାହା ତୁମ୍ଭମାନଙ୍କ ପ୍ରତି ଘଟିବ। ତୁମ୍ଭମାନଙ୍କୁ ନିର୍ବାସିତ କରାୟାଇ ବନ୍ଦୀରୂପେ ପଠାୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ କୁହ, ମୁଁ ତୁମ୍ଭମାନଙ୍କର ଚିହ୍ନ ସ୍ଵରୂପ ଅଟେ: ମୁଁ ଯେପରି କଲି, ସେମାନଙ୍କ ପ୍ରତି ସେପରି କରାଯିବ; ସେମାନେ ନିର୍ବାସିତ ହୋଇ ବନ୍ଦୀତ୍ଵ ସ୍ଥାନକୁ ଯିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କୁ କୁହ, ‘ମୁଁ ତୁମ୍ଭମାନଙ୍କ ପାଇଁ ଏକ ଚିହ୍ନ ଓ ଉଦାହରଣ ଅଟେ। ମୁଁ ଯାହାକିଛି କଲି, ତାହା ତୁମ୍ଭମାନଙ୍କ ପ୍ରତି ଘଟିବ।’ ତୁମ୍ଭମାନଙ୍କୁ ନିର୍ବାସିତ କରାଯାଇ ବନ୍ଦୀରୂପେ ପଠାଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ କୁହ, ମୁଁ ତୁମ୍ଭମାନଙ୍କର ଚିହ୍ନସ୍ୱରୂପ ଅଟେ: ‘ମୁଁ ଯେପରି କଲି, ସେମାନଙ୍କ ପ୍ରତି ସେହିପରି କରାଯିବ; ସେମାନେ ନିର୍ବାସିତ ହୋଇ ବନ୍ଦୀତ୍ୱ ସ୍ଥାନକୁ ଯିବେ।’
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ କୁହ, ମୁଁ ତୁମ୍ଭମାନଙ୍କର ଚିହ୍ନ ସ୍ୱରୂପ ଅଟେ: ମୁଁ ଯେପରି କଲି, ସେମାନଙ୍କ ପ୍ରତି ସେହିପରି କରାଯିବ; ସେମାନେ ନିର୍ବାସିତ ହୋଇ ବନ୍ଦୀତ୍ଵ ସ୍ଥାନକୁ ଯିବେ।