Ezekiel 12:12 — Compare Translations
5 translations compared side by side
Odia - 1840
"ଏବଂ ତୁମ୍ଭର ନେତା ତା'ର ଜିନିଷପତ୍ର ତା' କାନ୍ଧ ରେ ବହିବ ଏବଂ ସୂର୍ୟ୍ଯାସ୍ତ ସମୟରେ କାନ୍ଥ ରେ ତା' ପାଇଁ ଖୋଳା ୟାଇଥିବା ମଧ୍ଯଦଇେ ବାହାରିୟିବ ଓ ସେ ତା'ର ମୁଖ ଆଚ୍ଛାଦନ କରିବ, ଯେପରି ସେ ଭୂମିକୁ ଦେଖିପାରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନଙ୍କ ମଧ୍ୟବର୍ତ୍ତୀ ଅଧିପତି ଅନ୍ଧକାର ସମୟରେ ଆପଣା କାନ୍ଧରେ ଭାର ବହି ବାହାରି ଯିବନ୍ତ ଲୋକମାନେ ବହି ନେବା ପାଇଁ କାନ୍ଥ ଖୋଳିବେ; ସେ ଆପଣା ମୁଖ ଆଚ୍ଛାଦନ କରିବ, କାରଣ ସେ ଚକ୍ଷୁରେ ଭୂମି ଦେଖିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ତୁମ୍ଭର ନେତା ତା’ର ଜିନିଷପତ୍ର ତା’ କାନ୍ଧରେ ବହିବ ଏବଂ ସୂର୍ଯ୍ୟାସ୍ତ ସମୟରେ କାନ୍ଥରେ ତା’ ପାଇଁ ଖୋଳା ଯାଇଥିବା ମଧ୍ୟଦେଇ ବାହାରିଯିବ ଓ ସେ ତା’ର ମୁଖ ଆଚ୍ଛାଦନ କରିବ, ଯେପରି ସେ ଭୂମିକୁ ଦେଖି ପାରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନଙ୍କ ମଧ୍ୟବର୍ତ୍ତୀ ଅଧିପତି ଅନ୍ଧକାର ସମୟରେ ଆପଣା କାନ୍ଧରେ ଭାର ବୋହି ବାହାରି ଯିବ; ଲୋକମାନେ ବୋହି ନେବା ପାଇଁ କାନ୍ଥ ଖୋଳିବେ; ସେ ଆପଣା ମୁଖ ଆଚ୍ଛାଦନ କରିବ, କାରଣ ସେ ଚକ୍ଷୁରେ ଭୂମି ଦେଖିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନଙ୍କ ମଧ୍ୟବର୍ତ୍ତୀ ଅଧିପତି ଅନ୍ଧକାର ସମୟରେ ଆପଣା କାନ୍ଧରେ ଭାର ବୋହି ବାହାରି ଯିବ; ଲୋକମାନେ ବୋହି ନେବା ପାଇଁ କାନ୍ଥ ଖୋଳିବେ; ସେ ଆପଣା ମୁଖ ଆଚ୍ଛାଦନ କରିବ, କାରଣ ସେ ଚକ୍ଷୁରେ ଭୂମି ଦେଖିବ ନାହିଁ।