Ezekiel 12:13 — Compare Translations
5 translations compared side by side
Odia - 1840
"ସେ ଖସିୟିବା ପାଇଁ ଚେଷ୍ଟା କରିବ, କିନ୍ତୁ ଆମ୍ଭେ ତା' ପାଇଁ ଆମ୍ଭର ଜାଲ ବିଚ୍ଛାଇବା ଓ ସେ ଫାନ୍ଦ ରେ ପଡ଼ିୟିବ। ଏବଂ ଆମ୍ଭେ ତାକୁ କଲଦୀଯ ଲୋକମାନଙ୍କର ଦେଶ ବାବିଲକୁ ନଇୟିବୋ। ଆଉ ସେ ସହେି ସ୍ଥାନ ରେ ମରିବ କିନ୍ତୁ ସେ ତାହା ଦେଖିପାରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ଆମ୍ଭେ ତାହା ଉପରେ ଆମ୍ଭର ଜାଲ ପ୍ରସାରିବା ଓ ସେ ଆମ୍ଭ ଫାନ୍ଦରେ ଧରାଯିବ; ଆଉ, ଆମ୍ଭେ କଲ୍ଦୀୟମାନଙ୍କର ଦେଶ ବାବିଲକୁ ତାହାକୁ ନେଇଯିବା; ଆଉ, ଯଦ୍ୟପି ସେ ସେସ୍ଥାନରେ ମରିବ, ତଥାପି ସେ ତାହା ଦେଖିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଖସିଯିବା ପାଇଁ ଚେଷ୍ଟା କରିବ, କିନ୍ତୁ ଆମ୍ଭେ ତା’ ପାଇଁ ଆମ୍ଭର ଜାଲ ବିଚ୍ଛାଇବା ଓ ସେ ଫାନ୍ଦରେ ପଡ଼ିଯିବ। ଏବଂ ଆମ୍ଭେ ତାକୁ କଲ୍ଦୀୟ ଲୋକମାନଙ୍କର ଦେଶ ବାବିଲକୁ ନେଇଯିବା। ଆଉ ସେ ସେହି ସ୍ଥାନରେ ମରିବ କିନ୍ତୁ ସେ ତାହା ଦେଖି ପାରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ଆମ୍ଭେ ତାହା ଉପରେ ଆମ୍ଭର ଜାଲ ପ୍ରସାରିବା ଓ ସେ ଆମ୍ଭ ଫାନ୍ଦରେ ଧରାଯିବ; ଆଉ, ଆମ୍ଭେ କଲ୍ଦୀୟମାନଙ୍କର ଦେଶ ବାବିଲକୁ ତାହାକୁ ନେଇଯିବା; ଆଉ, ଯଦ୍ୟପି ସେ ସେହି ସ୍ଥାନରେ ମରିବ, ତଥାପି ସେ ତାହା ଦେଖିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ଆମ୍ଭେ ତାହା ଉପରେ ଆମ୍ଭର ଜାଲ ପ୍ରସାରିବା ଓ ସେ ଆମ୍ଭ ଫାନ୍ଦରେ ଧରାଯିବ; ଆଉ, ଆମ୍ଭେ କଲ୍ଦୀୟମାନଙ୍କର ଦେଶ ବାବିଲକୁ ତାହାକୁ ନେଇଯିବା; ଆଉ, ଯଦ୍ୟପି ସେ ସେହି ସ୍ଥାନରେ ମରିବ, ତଥାପି ସେ ତାହା ଦେଖିବ ନାହିଁ।