Ezekiel 12:14 — Compare Translations

5 translations compared side by side

Odia - 1840
"ଏବଂ ଯେଉଁମାନେ ତାକୁ ଓ ତା'ର ସୈନ୍ଯବାହିନୀକୁ ସାହାୟ୍ଯ କରିବାକୁ ତାହାର ଚତୁର୍ଦ୍ଦିଗ ରେ ଅଛନ୍ତି, ସେ ଏବଂ ତା'ର ସୈନ୍ଯବାହିନୀ ଆମ୍ଭ୍ ଦ୍ବାରା ସମସ୍ତ ଦିଗ ରେ ଛିନ୍ନଛତ୍ର ହବେେ। ଆମ୍ଭେ ଆପଣା ଖଡ୍ଗ ସମାନଙ୍କେ ବିରୁଦ୍ଧ ରେ ଉଠାଇବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତାହାର ସାହାଯ୍ୟ କରିବାକୁ ଯେଉଁମାନେ ତାହାର ଚତୁର୍ଦ୍ଦିଗରେ ଅଛନ୍ତି, ସେମାନଙ୍କୁ ଓ ତାହାର ସୈନ୍ୟଦଳ ସମସ୍ତଙ୍କୁ ଆମ୍ଭେ ସବୁ ଦିଗରେ ଛିନ୍ନଭିନ୍ନ କରିବା ଓ ସେମାନଙ୍କ ପଶ୍ଚାତ୍ ଆମ୍ଭେ ଖଡ଼୍‍ଗ ନିଷ୍କୋଷ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ଯେଉଁମାନେ ତାକୁ ଓ ତା’ର ସୈନ୍ୟବାହିନୀକୁ ସାହାଯ୍ୟ କରିବାକୁ ତାହାର ଚତୁର୍ଦ୍ଦିଗରେ ଅଛନ୍ତି, ସେ ଏବଂ ତା’ର ସୈନ୍ୟବାହିନୀ ଆମ୍ଭ ଦ୍ୱାରା ସମସ୍ତ ଦିଗରେ ଛିନ୍ନଛତ୍ର ହେବେ। ଆମ୍ଭେ ଆପଣା ‌‌ଖ‌ଡ଼୍‌ଗ ସେମାନଙ୍କ ବିରୁଦ୍ଧରେ ଉଠାଇବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତାହାର ସାହାଯ୍ୟ କରିବାକୁ ଯେଉଁମାନେ ତାହାର ଚତୁର୍ଦ୍ଦିଗରେ ଅଛନ୍ତି, ସେମାନଙ୍କୁ ଓ ତାହାର ସୈନ୍ୟଦଳ ସମସ୍ତଙ୍କୁ ଆମ୍ଭେ ସବୁ ଦିଗରେ ଛିନ୍ନଭିନ୍ନ କରିବା ଓ ସେମାନଙ୍କ ପଶ୍ଚାତ ଆମ୍ଭେ ଖଡ୍ଗ ନିଷ୍କୋଷ କରିବା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତାହାର ସାହାଯ୍ୟ କରିବାକୁ ଯେଉଁମାନେ ତାହାର ଚତୁର୍ଦ୍ଦିଗରେ ଅଛନ୍ତି, ସେମାନଙ୍କୁ ଓ ତାହାର ସୈନ୍ୟଦଳ ସମସ୍ତଙ୍କୁ ଆମ୍ଭେ ସବୁ ଦିଗରେ ଛିନ୍ନଭିନ୍ନ କରିବା ଓ ସେମାନଙ୍କ ପଶ୍ଚାତ ଆମ୍ଭେ ଖଡ୍ଗ ନିଷ୍କୋଷ କରିବା।