Ezekiel 12:15 — Compare Translations

5 translations compared side by side

Odia - 1840
"ଆଉ ଯେତବେେଳେ ଆମ୍ଭେ ସମାନଙ୍କେୁ ନାନା ଦେଶ ମଧିଅରେ ଛିନ୍ନଭିନ୍ନ କରିବା। ସମାନେେ ହୃଦ ବୋଧ କରିବେ ଯେ, ଆମ୍ଭେ ସଦାପ୍ରଭୁ ଅଟୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯେତେବେଳେ ଆମ୍ଭେ ସେମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଛିନ୍ନଭିନ୍ନ କରିବା ଓ ନାନା ଦେଶ ମଧ୍ୟରେ ସେମାନଙ୍କୁ ଏଣେତେଣେ ବିକ୍ଷିପ୍ତ କରିବା, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଯେତେବେଳେ ଆମ୍ଭେ ସେମାନଙ୍କୁ ନାନା ଦେଶ ମଧ୍ୟରେ ଛିନ୍ନଭିନ୍ନ କରିବା। ସେମାନେ ହୃ‌ଦ୍‌ବୋଧ କରିବେ ଯେ, ଆମ୍ଭେ ସଦାପ୍ରଭୁ ଅଟୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯେତେବେଳେ ଆମ୍ଭେ ସେମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଛିନ୍ନଭିନ୍ନ କରିବା ଓ ନାନା ଦେଶ ମଧ୍ୟରେ ସେମାନଙ୍କୁ ଏଣେତେଣେ ବିକ୍ଷିପ୍ତ କରିବା, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଯେତେବେଳେ ଆମ୍ଭେ ସେମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଛିନ୍ନଭିନ୍ନ କରିବା ଓ ନାନା ଦେଶ ମଧ୍ୟରେ ସେମାନଙ୍କୁ ଏଣେତେଣେ ବିକ୍ଷିପ୍ତ କରିବା, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।