Ezekiel 12:16 — Compare Translations
5 translations compared side by side
Odia - 1840
"କିନ୍ତୁ ମୁଁ ସମାନଙ୍କେ ମଧ୍ଯରୁ ଅଳ୍ପ କେତକଙ୍କେୁ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀରୁ ରକ୍ଷା କରିବ। ତହିଁରେ ସମାନେେ ଯେଉଁ ରାଷ୍ଟ୍ରମାନଙ୍କ ମଧିଅରେ ନିର୍ବାସିର ରୂପେ ବାସ କରିବେ, ସମାନଙ୍କେ ନିକଟରେ ନିଜର ଘୃଣ୍ଯ କର୍ମସବୁ ପ୍ରକାଶ କରିବେ। ଏବଂ ତା'ପ ରେ ସମାନେେ ଜାଣିବେ ଯେ, ମୁଁ ସଦାପ୍ରଭୁ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଆମ୍ଭେ ସେମାନଙ୍କ ମଧ୍ୟରୁ କେତେକ ଲୋକଙ୍କୁ ଖଡ଼୍ଗ, ଦୁର୍ଭିକ୍ଷ ଓ ମହାମାରୀରୁ ରକ୍ଷା କରିବା, ତହିଁରେ ସେମାନେ ଯେଉଁ ଗୋଷ୍ଠୀମାନଙ୍କ ମଧ୍ୟକୁ ଯିବେ, ସେମାନଙ୍କ ନିକଟରେ ଆପଣାମାନଙ୍କର ଘୃଣାଯୋଗ୍ୟ କ୍ରିୟାସକଳ ପ୍ରକାଶ କରିବେ; ଆଉ, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ ।
Odia Bible ERV 2004 (ପବିତ୍ର ବାଇବଲ)
“କିନ୍ତୁ ମୁଁ ସେମାନଙ୍କ ମଧ୍ୟରୁ ଅଳ୍ପ କେତେକଙ୍କୁ ଖଡ଼୍ଗ, ଦୁର୍ଭିକ୍ଷ ଓ ମହାମାରୀରୁ ରକ୍ଷା କରିବି। ତହିଁରେ ସେମାନେ ଯେଉଁ ରାଷ୍ଟ୍ରମାନଙ୍କ ମଧ୍ୟରେ ନିର୍ବାସିର ରୂପେ ବାସ କରିବେ, ସେମାନଙ୍କ ନିକଟରେ ନିଜର ଘୃଣ୍ୟ କର୍ମସବୁ ପ୍ରକାଶ କରିବେ। ଏବଂ ତା’ପରେ ସେମାନେ ଜାଣିବେ ଯେ, ମୁଁ ସଦାପ୍ରଭୁ ଅଟେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଆମ୍ଭେ ସେମାନଙ୍କ ମଧ୍ୟରୁ କେତେକ ଲୋକଙ୍କୁ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀରୁ ରକ୍ଷା କରିବା, ତହିଁରେ ସେମାନେ ଯେଉଁ ଗୋଷ୍ଠୀମାନଙ୍କ ମଧ୍ୟକୁ ଯିବେ, ସେମାନଙ୍କ ନିକଟରେ ଆପଣାମାନଙ୍କର ଘୃଣାଯୋଗ୍ୟ କ୍ରିୟାସକଳ ପ୍ରକାଶ କରିବେ; ଆଉ, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।”
Odia IRV 2017 (ଓଡିଆ ବାଇବେଲ)