Ezekiel 12:18 — Compare Translations
5 translations compared side by side
Odia - 1840
" ହେ ମନୁଷ୍ଯ ପୁତ୍ର, ଉତ୍କଣ୍ଠା ରେ ତୁମ୍ଭେ କମ୍ପିତ ହାଇେ ଆପଣା ଆହାର ଭୋଜନ କର, ଆଉ ଥରିଥରି ଓ ଚିନ୍ତିତ ହାଇେ ଆପଣା ଜଳ ପାନ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କମ୍ପି କମ୍ପି ଆପଣା ଆହାର ଭୋଜନ କର, ଆଉ ଥରି ଥରି ଓ ଚିନ୍ତିତ ହୋଇ ଆପଣା ଜଳ ପାନ କର;
Odia Bible ERV 2004 (ପବିତ୍ର ବାଇବଲ)
“ହେ ମନୁଷ୍ୟ ପୁତ୍ର, ଉତ୍କଣ୍ଠାରେ ତୁମ୍ଭେ କମ୍ପିତ ହୋଇ ଆପଣା ଆହାର ଭୋଜନ କର, ଆଉ ଥରିଥରି ଓ ଚିନ୍ତିତ ହୋଇ ଆପଣା ଜଳ ପାନ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କମ୍ପି କମ୍ପି ଆପଣା ଆହାର ଭୋଜନ କର, ଆଉ ଥରି ଥରି ଓ ଚିନ୍ତିତ ହୋଇ ଆପଣା ଜଳ ପାନ କର;
Odia IRV 2017 (ଓଡିଆ ବାଇବେଲ)
“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କମ୍ପି କମ୍ପି ଆପଣା ଆହାର ଭୋଜନ କର, ଆଉ ଥରି ଥରି ଓ ଚିନ୍ତିତ ହୋଇ ଆପଣା ଜଳ ପାନ କର;