Ezekiel 12:19 — Compare Translations

5 translations compared side by side

Odia - 1840
"ଏଣୁ ଦେଶବାସୀଙ୍କୁ କୁହ, 'ୟିରୁଶାଲମ ନିବାସୀ ଓ ଇଶ୍ରାୟେଲ ଲୋକମାନଙ୍କ ବିଷଯ ରେ ସଦାପ୍ରଭୁ ଆମ୍ଭର ପ୍ରଭୁ ଏହି କଥା କହନ୍ତି, ସମାନେେ ଉତ୍କଣ୍ଠା ରେ ଆପଣା ଆପଣା ଆହାର ଭୋଜନ କରିବେ ଓ ମହାଭୟ ରେ ସମାନଙ୍କେର ଜଳପାନ କରିବେ। କାରଣ ଅଧିବାସୀମାନଙ୍କର ଦୌରାତ୍ମ୍ଯ ପାଇଁ ସମାନଙ୍କେ ଦେଶ ମଧିଅରେ ଥିବା ସର୍ବସ୍ବ ଧ୍ବଂସ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଦେଶର ଲୋକମାନଙ୍କୁ କୁହ, ଯିରୂଶାଲମ ନିବାସୀମାନଙ୍କର ଓ ଇସ୍ରାଏଲ ଦେଶର ବିଷୟରେ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି: ସେମାନେ ଚିନ୍ତିତ ହୋଇ ଆପଣା ଆପଣା ଆହାର ଭୋଜନ କରିବେ ଓ ବିସ୍ମିତ ହୋଇ ଆପଣା ଆପଣାର ଜଳ ପାନ କରିବେ, କାରଣ ନିବାସୀମାନଙ୍କର ଦୌରାତ୍ମ୍ୟ ସକାଶୁ ସେମାନଙ୍କ ଦେଶ ଓ ତନ୍ମଧ୍ୟସ୍ଥିତ ସର୍ବସ୍ଵରୁ ଶୂନ୍ୟ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ଦେଶବାସୀଙ୍କୁ କୁହ, ‘ଯିରୁଶାଲମ ନିବାସୀ ଓ ଇସ୍ରାଏଲ ଲୋକମାନଙ୍କ ବିଷୟରେ ସଦାପ୍ରଭୁ ଆମ୍ଭର ପ୍ରଭୁ ଏହି କଥା କହନ୍ତି, ସେମାନେ ଉତ୍କଣ୍ଠାରେ ଆପଣା ଆପଣା ଆହାର ଭୋଜନ କରିବେ ଓ ମହାଭୟରେ ସେମାନଙ୍କର ଜଳପାନ କରିବେ। କାରଣ ଅଧିବାସୀମାନଙ୍କର ଦୌରାତ୍ମ୍ୟ ପାଇଁ ସେମାନଙ୍କ ଦେଶ ମଧ୍ୟରେ ଥିବା ସର୍ବସ୍ୱ ଧ୍ୱଂସ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଦେଶର ଲୋକମାନଙ୍କୁ କୁହ, ଯିରୂଶାଲମ ନିବାସୀମାନଙ୍କର ଓ ଇସ୍ରାଏଲ ଦେଶର ବିଷୟରେ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ସେମାନେ ଚିନ୍ତିତ ହୋଇ ଆପଣା ଆପଣା ଆହାର ଭୋଜନ କରିବେ ଓ ବିସ୍ମିତ ହୋଇ ଆପଣା ଆପଣାର ଜଳ ପାନ କରିବେ, କାରଣ ନିବାସୀମାନଙ୍କର ଦୌରାତ୍ମ୍ୟ ସକାଶୁ ସେମାନଙ୍କ ଦେଶ ଓ ତନ୍ମଧ୍ୟସ୍ଥିତ ସର୍ବସ୍ୱରୁ ଶୂନ୍ୟ ହେବ।
Odia IRV 2017 (ଓଡିଆ ବାଇବେଲ)