Ezekiel 12:20 — Compare Translations

5 translations compared side by side

Odia - 1840
"ଆଉ ଜନବସତି ନଗରସବୁ ଉଚ୍ଛନ୍ନ ଓ ଦେଶ ଧ୍ବଂସ ସ୍ଥାନ ହବେ। ତାହାକଲେ, ତାହା ତୁମ୍ଭମାନେେ ଜାଣିବ ଯେ, ଆମ୍ଭେ ସଦାପ୍ରଭୁ ଅଟୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ବସତିବିଶିଷ୍ଟ ନଗରସବୁ ଉତ୍ସନ୍ନ ଓ ଦେଶ ଧ୍ଵଂସସ୍ଥାନ ହେବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଜନବସତି ନଗରସବୁ ଉଚ୍ଛିନ୍ନ ଓ ଦେଶ ଧ୍ୱଂସ ସ୍ଥାନ ହେବ। ତାହାକଲେ, ତାହା ତୁମ୍ଭେମାନେ ଜାଣିବ ଯେ, ଆମ୍ଭେ ସଦାପ୍ରଭୁ ଅଟୁ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ବସତିବିଶିଷ୍ଟ ନଗରସବୁ ନଷ୍ଟ ଓ ଦେଶ ଧ୍ୱଂସସ୍ଥାନ ହେବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।”
Odia IRV 2017 (ଓଡିଆ ବାଇବେଲ)
ଆଉ, ବସତିବିଶିଷ୍ଟ ନଗରସବୁ ନଷ୍ଟ ଓ ଦେଶ ଧ୍ୱଂସସ୍ଥାନ ହେବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।”