Ezekiel 12:22 — Compare Translations
5 translations compared side by side
Odia - 1840
" ହେ ମନୁଷ୍ଯ ପୁତ୍ର, ତୁମ୍ଭ ଇଶ୍ରାୟେଲ ରେ ଏହି ପ୍ରବାଦ ନାହିଁ କି? ସମୟ ଗଡ଼ି ଚାଲିଛି ଓ ପ୍ରେତ୍ୟକକ ଦର୍ଶନ ବିଫଳ ହେଉଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମନୁଷ୍ୟ-ସନ୍ତାନ, କାଳ ବିଳମ୍ଵ ହେଉଅଛି, ପ୍ରତ୍ୟେକ ଦର୍ଶନ ବିଫଳ ହେଉଅଛି ବୋଲି ତୁମ୍ଭେମାନେ ଇସ୍ରାଏଲ ଦେଶରେ ଯେଉଁ ପ୍ରବାଦ ଶୁଣିଅଛ, ତାହା କି?
Odia Bible ERV 2004 (ପବିତ୍ର ବାଇବଲ)
“ହେ ମନୁଷ୍ୟ ପୁତ୍ର, ତୁମ୍ଭ ଇସ୍ରାଏଲରେ ଏହି ପ୍ରବାଦ ନାହିଁ କି? ‘ସମୟ ଗଡ଼ି ଗ୍ଭଲିଛି ଓ ପ୍ରତ୍ୟେକ ଦର୍ଶନ ବିଫଳ ହେଉଅଛି।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ହେ ମନୁଷ୍ୟ-ସନ୍ତାନ, ‘କାଳ ବିଳମ୍ବ ହେଉଅଛି, ପ୍ରତ୍ୟେକ ଦର୍ଶନ ବିଫଳ ହେଉଅଛି ବୋଲି ତୁମ୍ଭେମାନେ ଇସ୍ରାଏଲ ଦେଶରେ ଯେଉଁ ପ୍ରବାଦ ଶୁଣିଅଛ, ତାହା କି?’
Odia IRV 2017 (ଓଡିଆ ବାଇବେଲ)
“ହେ ମନୁଷ୍ୟ-ସନ୍ତାନ, କାଳ ବିଳମ୍ବ ହେଉଅଛି, ପ୍ରତ୍ୟେକ ଦର୍ଶନ ବିଫଳ ହେଉଅଛି ବୋଲି ତୁମ୍ଭେମାନେ ଇସ୍ରାଏଲ ଦେଶରେ ଯେଉଁ ପ୍ରବାଦ ଶୁଣିଅଛ, ତାହା କି?