Ezekiel 12:23 — Compare Translations
5 translations compared side by side
Odia - 1840
"ଏଣୁ ସହେି ପୁରୁଷମାନଙ୍କୁ କୁହ, ସଦାପ୍ରଭୁ ସମାନଙ୍କେର ପ୍ରଭୁ କହନ୍ତି। ଆମ୍ଭେ ସହେି ପ୍ରବାଦ ବନ୍ଦ କରିବା ଓ ଏହା ଇଶ୍ରାୟେଲର ଲୋକମାନଙ୍କ ଦ୍ବାରା ବ୍ଯବହାର ହବେ ନାହିଁ। କିନ୍ତୁ ସମାନେେ କହିବେ, ପ୍ରେତ୍ୟକକ ଦର୍ଶନ ସଫଳତା ସନ୍ନିକଟ ହବୋର ସମୟ ପାଖଇେ ଆସୁଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ସେମାନଙ୍କୁ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି: ଆମ୍ଭେ ଏହି ପ୍ରବାଦ ଲୋପ କରିବା ଓ ଇସ୍ରାଏଲ ମଧ୍ୟରେ ଲୋକମାନେ ପ୍ରବାଦ ରୂପେ ଆଉ ତାହା ବ୍ୟବହାର କରିବେ ନାହିଁ; ମାତ୍ର ସେମାନଙ୍କୁ କୁହ, କାଳ ଓ ପ୍ରତ୍ୟେକ ଦର୍ଶନର ସଫଳତା ସନ୍ନିକଟ ।
Odia Bible ERV 2004 (ପବିତ୍ର ବାଇବଲ)
“ଏଣୁ ସେହି ପୁରୁଷମାନଙ୍କୁ କୁହ, ସଦାପ୍ରଭୁ ସେମାନଙ୍କର ପ୍ରଭୁ କହନ୍ତି। ଆମ୍ଭେ ସେହି ପ୍ରବାଦ ବନ୍ଦ କରିବା ଓ ଏହା ଇସ୍ରାଏଲର ଲୋକମାନଙ୍କ ଦ୍ୱାରା ବ୍ୟବହାର ହେବ ନାହିଁ। ‘କିନ୍ତୁ ସେମାନେ କହିବେ, ପ୍ରତ୍ୟେକ ଦର୍ଶନ ସଫଳତା ସନ୍ନିକଟ ହେବାର ସମୟ ପାଖେଇ ଆସୁଅଛି।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ସେମାନଙ୍କୁ କୁହ, ‘ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ଆମ୍ଭେ ଏହି ପ୍ରବାଦ ଲୋପ କରିବା ଓ ଇସ୍ରାଏଲ ମଧ୍ୟରେ ଲୋକମାନେ ପ୍ରବାଦ ରୂପେ ଆଉ ତାହା ବ୍ୟବହାର କରିବେ ନାହିଁ;’ ମାତ୍ର ସେମାନଙ୍କୁ କୁହ, ସମୟ ଓ ପ୍ରତ୍ୟେକ ଦର୍ଶନର ସଫଳତା ସନ୍ନିକଟ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ଆମ୍ଭେ ଏହି ପ୍ରବାଦ ଲୋପ କରିବା ଓ ଇସ୍ରାଏଲ ମଧ୍ୟରେ ଲୋକମାନେ ପ୍ରବାଦ ରୂପେ ଆଉ ତାହା ବ୍ୟବହାର କରିବେ ନାହିଁ; ମାତ୍ର ସେମାନଙ୍କୁ କୁହ, ସମୟ ଓ ପ୍ରତ୍ୟେକ ଦର୍ଶନର ସଫଳତା ସନ୍ନିକଟ।”