Ezekiel 12:25 — Compare Translations
5 translations compared side by side
Odia - 1840
"କାରଣ ଆମ୍ଭେ ସଦାପ୍ରଭୁ, ଆମ୍ଭେ ଯାହା କହିବାକୁ ଚାହୁଁ, ତାହା କହିବା ଓ ଏହା ଘଟିବ। ଆଉ ଅଧିକ ବିଳମ୍ବ ହବେ ନାହିଁ। ବିଦ୍ରୋହୀ ଲୋକମାନେ, ତୁମ୍ଭ ସମୟରେ ଆମ୍ଭେ ଏକ ଘାଷେଣା କରିବା ଓ ଏହା ଘଟିବ। ଏହା ହିଁ ସଦାପ୍ରଭୁ ମାରେ ପ୍ରଭୁ କହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଆମ୍ଭେ ସଦାପ୍ରଭୁ; ଆମ୍ଭେ କଥା କହିବା ଓ ଯେଉଁ କଥା ଆମ୍ଭେ କହିବା, ତାହା ସଫଳ ହେବ; ଆଉ, ବିଳମ୍ଵ ହେବ ନାହିଁ; କାରଣ ହେ ବିଦ୍ରୋହୀ-ବଂଶ, ପ୍ରଭୁ ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କର ବର୍ତ୍ତମାନ କାଳରେ କଥା କହିବା ଓ ତାହା ସଫଳ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ଆମ୍ଭେ ସଦାପ୍ରଭୁ, ଆମ୍ଭେ ଯାହା କହିବାକୁ ଗ୍ଭହୁଁ, ତାହା କହିବା ଓ ଏହା ଘଟିବ। ଆଉ ଅଧିକ ବିଳମ୍ବ ହେବ ନାହିଁ। ବିଦ୍ରୋହୀ ଲୋକମାନେ, ତୁମ୍ଭ ସମୟରେ ଆମ୍ଭେ ଏକ ଘୋଷଣା କରିବା ଓ ଏହା ଘଟିବ।” ଏହା ହିଁ ସଦାପ୍ରଭୁ ମୋର ପ୍ରଭୁ କହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଆମ୍ଭେ ସଦାପ୍ରଭୁ; ଆମ୍ଭେ କଥା କହିବା ଓ ଯେଉଁ କଥା ଆମ୍ଭେ କହିବା, ତାହା ସଫଳ ହେବ; ଆଉ, ବିଳମ୍ବ ହେବ ନାହିଁ; କାରଣ ହେ ବିଦ୍ରୋହୀ ବଂଶ, ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କର ବର୍ତ୍ତମାନ କାଳରେ କଥା କହିବା ଓ ତାହା ସଫଳ କରିବା।”
Odia IRV 2017 (ଓଡିଆ ବାଇବେଲ)
କାରଣ ଆମ୍ଭେ ସଦାପ୍ରଭୁ; ଆମ୍ଭେ କଥା କହିବା ଓ ଯେଉଁ କଥା ଆମ୍ଭେ କହିବା, ତାହା ସଫଳ ହେବ; ଆଉ, ବିଳମ୍ବ ହେବ ନାହିଁ; କାରଣ ହେ ବିଦ୍ରୋହୀ-ବଂଶ, ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କର ବର୍ତ୍ତମାନ କାଳରେ କଥା କହିବା ଓ ତାହା ସଫଳ କରିବା।