Ezekiel 12:27 — Compare Translations

5 translations compared side by side

Odia - 1840
" ହେ ମନୁଷ୍ଯ ପୁତ୍ର, ଇଶ୍ରାୟେଲ ବଂଶୀଯ ଲୋକମାନେ ଭାବନ୍ତି, ତୁମ୍ଭେ ଯେଉଁ ଦର୍ଶନ ଦେଖ, ତାହା ଅନକେ ବିଳମ୍ବର କଥା ଓ ତାହା ବହୁବର୍ଷ ପ ରେ ଭବିଷ୍ଯଦ୍କାଳ ରେ ଘଟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମନୁଷ୍ୟ-ସନ୍ତାନ, ଦେଖ, ଇସ୍ରାଏଲ-ବଂଶୀୟ ଲୋକମାନେ କହନ୍ତି, ସେ ଲୋକ ଯେଉଁ ଦର୍ଶନ ପାଏ, ତାହା ଅନେକ ବିଳମ୍ଵର କଥା ଓ ସେ ଅତି ଦୂରବର୍ତ୍ତୀ କାଳର ବିଷୟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରୁଅଛି ।
Odia Bible ERV 2004 (ପବିତ୍ର ବାଇବଲ)
“ହେ ମନୁଷ୍ୟ ପୁତ୍ର, ଇସ୍ରାଏଲ ବଂଶୀୟ ଲୋକମାନେ ଭାବନ୍ତି, ତୁମ୍ଭେ ଯେଉଁ ଦର୍ଶନ ଦେଖ, ତାହା ଅନେକ ବିଳମ୍ବର କଥା ଓ ତାହା ବହୁବର୍ଷ ପରେ ଭବିଷ୍ୟତକାଳରେ ଘଟିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ହେ ମନୁଷ୍ୟ-ସନ୍ତାନ, ଦେଖ, ଇସ୍ରାଏଲ ବଂଶୀୟ ଲୋକମାନେ କହନ୍ତି, ସେ ଲୋକ ଯେଉଁ ଦର୍ଶନ ପାଏ, ତାହା ଅନେକ ବିଳମ୍ବର କଥା ଓ ସେ ଅତି ଦୂରବର୍ତ୍ତୀ କାଳର ବିଷୟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରୁଅଛି।
Odia IRV 2017 (ଓଡିଆ ବାଇବେଲ)
“ହେ ମନୁଷ୍ୟ-ସନ୍ତାନ, ଦେଖ, ଇସ୍ରାଏଲ ବଂଶୀୟ ଲୋକମାନେ କହନ୍ତି, ସେ ଲୋକ ଯେଉଁ ଦର୍ଶନ ପାଏ, ତାହା ଅନେକ ବିଳମ୍ବର କଥା ଓ ସେ ଅତି ଦୂରବର୍ତ୍ତୀ କାଳର ବିଷୟରେ ଭବିଷ୍ୟଦ୍‍ ବାକ୍ୟ ପ୍ରଚାର କରୁଅଛି।