Ezekiel 12:28 — Compare Translations

5 translations compared side by side

Odia - 1840
"ଏଣୁ ସମାନଙ୍କେୁ କୁହ, 'ସଦାପ୍ରଭୁ ମାରେ ପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଯାହା ଘାଷେଣା କରୁଛୁ ତାହା ବିଳମ୍ବ ହବେ ନାହିଁ। ସଦାପ୍ରଭୁ ଆମ୍ଭେ କହୁଛୁ ସେସବୁ ଘଟିବାକୁ ଯାଉଛି।' ଏହା ସଦାପ୍ରଭୁ, ମାରେ ପ୍ରଭୁ କହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ସେମାନଙ୍କୁ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି: ଆମ୍ଭ ବାକ୍ୟର କୌଣସି କଥା ଆଉ ବିଳମ୍ଵ ନୋହିବ, ମାତ୍ର ଆମ୍ଭେ ଯେଉଁ ବାକ୍ୟ କହିବା, ତାହା ସଫଳ ହେବ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ସେମାନଙ୍କୁ କୁହ, ‘ସଦାପ୍ରଭୁ ମୋର ପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଯାହା ଘୋଷଣା କରୁଛୁ ତାହା ବିଳମ୍ବ ହେବ ନାହିଁ। ସଦାପ୍ରଭୁ ଆମ୍ଭେ କହୁଛୁ ସେସବୁ ଘଟିବାକୁ ଯାଉଛି।’”ଏହା ସଦାପ୍ରଭୁ, ମୋର ପ୍ରଭୁ କହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ଆମ୍ଭ ବାକ୍ୟର କୌଣସି କଥା ଆଉ ବିଳମ୍ବ ନୋହିବ, ମାତ୍ର ଆମ୍ଭେ ଯେଉଁ ବାକ୍ୟ କହିବା, ତାହା ସଫଳ ହେବ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”
Odia IRV 2017 (ଓଡିଆ ବାଇବେଲ)
ଏହେତୁ ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ଆମ୍ଭ ବାକ୍ୟର କୌଣସି କଥା ଆଉ ବିଳମ୍ବ ନୋହିବ, ମାତ୍ର ଆମ୍ଭେ ଯେଉଁ ବାକ୍ୟ କହିବା, ତାହା ସଫଳ ହେବ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”